ଚକାଡୋଳା କରୁଚି ଲୀଳା
ଚକାଡୋଳା କରୁଛି ଲୀଳା, ୧୯୯୦ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର ।[୧] ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଅମୀୟ ରଞ୍ଜନ ପଟ୍ଟନାୟକ ।[୨] ଶୀର୍ଷାନନ୍ଦ ଦାସ କାନୁନ୍ଗୋ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ହର ପଟ୍ଟନାୟକ ଏହି କଥାଚିତ୍ରଟିର କାହାଣୀ ଓ ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ ।[୩]
ଚକାଡୋଳା କରୁଛି ଲୀଳା | |
---|---|
ନିର୍ଦ୍ଦେଶକ | ହର ପଟ୍ଟନାୟକ |
ପ୍ରଯୋଜକ | ଅମୀୟ ରଞ୍ଜନ ପଟ୍ଟନାୟକ |
ସଂଳାପ | ଶୀର୍ଷାନନ୍ଦ ଦାସ କାନୁନ୍ଗୋ |
ଚିତ୍ରନାଟ୍ୟ | ହର ପଟ୍ଟନାୟକ |
କାହାଣୀ | ହର ପଟ୍ଟନାୟକ |
କଳାକାର | ଉତ୍ତମ ମହାନ୍ତି ଅପରାଜିତା ମହାନ୍ତି ବିଜୟ ମହାନ୍ତି ସୁଜାତା ଆନନ୍ଦ ହର ପଟ୍ଟନାୟକ ମିହିର ଦାସ ଦେବୁ ବୋଷ ଜୟୀରାମ ସାମଲ |
ସଙ୍ଗୀତ | ଅକ୍ଷୟ ମହାନ୍ତି |
ଚିତ୍ରଗ୍ରହଣ | ଶାମ୍ବା ଶିବା ରାଓ |
ସମ୍ପାଦକ | ଦେବେନ ମିଶ୍ର |
ମୁକ୍ତିଲାଭ ତାରିଖ | ୧୯୯୦ |
ଦେଶ | ![]() |
ଭାଷା | ଓଡ଼ିଆ |
ଉତ୍ତମ ମହାନ୍ତି, ଅପରାଜିତା ମହାନ୍ତି, ବିଜୟ ମହାନ୍ତି, ସୁଜାତା ଆନନ୍ଦ, ହର ପଟ୍ଟନାୟକ, ମିହିର ଦାସ, ଦେବୁ ବୋଷ, ଜୟୀରାମ ସାମଲ, ଅନୁରାଧା, ରେଖା ଜୈନ, ବ୍ରଜ ସିଂହ, ଡିସ୍କୋ ଶାନ୍ତି, ଦୁଃଖିରାମ ସ୍ୱାଇଁ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।
ଅଭିନୟସମ୍ପାଦନ କରନ୍ତୁ
- ଉତ୍ତମ ମହାନ୍ତି
- ଅପରାଜିତା ମହାନ୍ତି[୧]
- ବିଜୟ ମହାନ୍ତି
- ସୁଜାତା ଆନନ୍ଦ
- ହର ପଟ୍ଟନାୟକ
- ମିହିର ଦାସ
- ଦେବୁ ବୋଷ
- ଜୟୀରାମ ସାମଲ
- ଅନୁରାଧା
- ରେଖା ଜୈନ
- ବ୍ରଜ ସିଂହ
- ଡିସ୍କୋ ଶାନ୍ତି
- ଦୁଃଖିରାମ ସ୍ୱାଇଁ
ଗୀତ ଏବଂ ସଙ୍ଗୀତସମ୍ପାଦନ କରନ୍ତୁ
ଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ଅକ୍ଷୟ ମହାନ୍ତି ।[୩] ଶୀର୍ଷାନନ୍ଦ ଦାସ କାନୁନ୍ଗୋ, ଅକ୍ଷୟ ମହାନ୍ତି ଆଦି ଗୀତିକାରମାନେ ଏହି କଥାଚିତ୍ରଟିର ଗୀତ ରଚନା କରିଥିଲେ । ଅନୁରାଧା ପଢ଼ୁଆଲ, ଅକ୍ଷୟ ମହାନ୍ତି ଆଦି କଣ୍ଠଶିଳ୍ପୀମାନେ ଏହି କଥାଚିତ୍ରଟିରେ କଣ୍ଠଦାନ କରିଥିଲେ ।
ଗୀତସମ୍ପାଦନ କରନ୍ତୁ
କ୍ରମ | ଗୀତ | ସମୟ |
---|
ଆଧାରସମ୍ପାଦନ କରନ୍ତୁ
- ↑ ୧.୦ ୧.୧ "Evergreen ଅଭିନେତ୍ରୀ ଅପରଜିତା ମହାନ୍ତି". Mo Odisha. 15 May 2018. Retrieved 15 July 2018.
- ↑ "ପରଲୋକରେ ଓଡ଼ିଆ ଚଳଚ୍ଚିତ୍ର ନିର୍ମାତା ଅମୀୟ ପଟ୍ଟନାୟକ". Kanak News. kanaknews.com. 19 October 2018. Retrieved 9 September 2020.
- ↑ ୩.୦ ୩.୧ "ସଙ୍ଗୀତକାର ଅକ୍ଷୟ ମହାନ୍ତି ଏବଂ ଓଡ଼ିଆ ସିନେ ନିର୍ଦ୍ଦେଶକ". sambad.in. 12 October 2017. Retrieved 11 July 2018.
ବାହାର ଆଧାରସମ୍ପାଦନ କରନ୍ତୁ
- ଚକାଡୋଳା କରୁଚି ଲୀଳା ଇଣ୍ଟରନେଟ ମୁଭି ଡାଟାବେସରେ