ଚକା ଆଖି ସବୁ ଦେଖୁଛି

୧୯୮୭ର ଓଡ଼ିଆ କଥାଚିତ୍ର

ଚକା ଆଖି ସବୁ ଦେଖୁଛି, ୧୯୮୭ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର ।[୧] ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଅମୀୟ ରଞ୍ଜନ ପଟ୍ଟନାୟକ । ସୁବୋଧ ପଟ୍ଟନାୟକ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ରାଜୁ ମିଶ୍ର ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ । ସଙ୍ଗୀତ ନିର୍ଦ୍ଦେଶକ ଅକ୍ଷୟ ମହାନ୍ତି ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ ।[୨]

ଚକା ଆଖି ସବୁ ଦେଖୁଛି
ନିର୍ଦ୍ଦେଶକରାଜୁ ମିଶ୍ର
ପ୍ରଯୋଜକଅମୀୟ ରଞ୍ଜନ ପଟ୍ଟନାୟକ
ସଂଳାପସୁବୋଧ ପଟ୍ଟନାୟକ
ଚିତ୍ରନାଟ୍ୟରାଜୁ ମିଶ୍ର
କାହାଣୀରାଜୁ ମିଶ୍ର
କଳାକାରଉତ୍ତମ ମହାନ୍ତି
ଅପରାଜିତା ମହାନ୍ତି
ଶ୍ରୀରାମ ପଣ୍ଡା
ସୁଜାତା ଆନନ୍ଦ
ବିଜୟ ମହାନ୍ତି
ଅଶ୍ରୁମୋଚନ ମହାନ୍ତି
ସଙ୍ଗୀତଅକ୍ଷୟ ମହାନ୍ତି
ଚିତ୍ରଗ୍ରହଣରାଜୁ ମିଶ୍ର
ସମ୍ପାଦକଦେବେନ ମିଶ୍ର
ମୁକ୍ତିଲାଭ ତାରିଖ
୧୯୮୭
ଦେଶ ଭାରତ
ଭାଷାଓଡ଼ିଆ

ଉତ୍ତମ ମହାନ୍ତି, ଅପରାଜିତା ମହାନ୍ତି, ଶ୍ରୀରାମ ପଣ୍ଡା, ସୁଜାତା ଆନନ୍ଦ, ବିଜୟ ମହାନ୍ତି, ଅଶ୍ରୁମୋଚନ ମହାନ୍ତି, ରାଇମୋହନ ପରିଡ଼ା, ଅସୀତ ପତି, ହର ପଟ୍ଟନାୟକ, ଜୟୀରାମ ସାମଲ, ଶ୍ରୀପଦା, ଦୁଃଖିରାମ ସ୍ୱାଇଁ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।

ଅଭିନୟସମ୍ପାଦନ କରନ୍ତୁ

କାହାଣୀସମ୍ପାଦନ କରନ୍ତୁ

ଗୀତ ଏବଂ ସଙ୍ଗୀତସମ୍ପାଦନ କରନ୍ତୁ

ଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ଅକ୍ଷୟ ମହାନ୍ତିଦେବଦାସ ଛୋଟରାୟ, ଶୀର୍ଷାନନ୍ଦ ଦାସ କାନୁନ୍‌ଗୋ ଆଦି ଗୀତିକାରମାନେ ଏହି କଥାଚିତ୍ରଟିର ଗୀତ ରଚନା କରିଥିଲେ । କବିତା କ୍ରିଷ୍ଣମୂର୍ତ୍ତି, ଅକ୍ଷୟ ମହାନ୍ତି ଆଦି କଣ୍ଠଶିଳ୍ପୀମାନେ ଏହି କଥାଚିତ୍ରଟିରେ କଣ୍ଠଦାନ କରିଥିଲେ ।

ଗୀତସମ୍ପାଦନ କରନ୍ତୁ

କ୍ରମଗୀତସମୟ

ଆଧାରସମ୍ପାଦନ କରନ୍ତୁ

  1. "ପ୍ରେକ୍ଷାଳୟରେ ପ୍ରଦର୍ଶିତ ହୋଇଥିବା ଓଡ଼ିଆ ଫିଲ୍ମ" (PDF). ସିନେ ସମ୍ବାଦ. Internet Archive. 2 August 1997. Retrieved 15 July 2020.
  2. "ଏହି ପପୁଲାର ନିର୍ଦ୍ଦେଶକଙ୍କ ସହ କାମ କରିନାହାନ୍ତି ଓଲିଉଡ ସୁପରଷ୍ଟାର ଅନୁଭବ". OdishaLIVE. 31 May 2018. Archived from the original on 27 August 2018. Retrieved 27 August 2018.

ବାହାର ଆଧାରସମ୍ପାଦନ କରନ୍ତୁ