ଚନ୍ଦ୍ର ସାରଥୀ ବେହେରା

ଓଡ଼ିଆ ରାଜନୀତିଜ୍ଞ
(ଚନ୍ଦ୍ରସାରଥି ବେହେରାରୁ ଲେଉଟି ଆସିଛି)

ଚନ୍ଦ୍ର ସାରଥୀ ବେହେରା (ଜନ୍ମ: ୧୯ ଜୁଲାଇ ୧୯୭୫) ଜଣେ ଓଡ଼ିଆ ରାଜନୀତିଜ୍ଞ । ଚନ୍ଦ୍ର ସାରଥୀ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ତଥା ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ । ୨୦୦୯, ୨୦୧୪ ଓ ୨୦୧୯ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ସାଲେପୁର ଓ କଟକ ସଦର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୪ଶ, ୧୫ଶ ଓ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଚନ୍ଦ୍ର ସାରଥୀ ବେହେରା
Chandra Sarathi Behera.jpg
ବିଧାୟକ: ୧୫ଶ, ୧୬ଶ ଓଡ଼ିଶା ବିଧାନ ସଭା
In office
୨୦୧୪ – ଏବେଯାଏଁ
ପୂର୍ବ ଅଧିକାରୀକାଳୀନ୍ଦି ବେହେରା
ନିର୍ବାଚନ ମଣ୍ଡଳୀକଟକ ସଦର
ବିଧାୟକ: ୧୪ଶ ଓଡ଼ିଶା ବିଧାନ ସଭା
ଅଫିସରେ
୨୦୦୯ – ୨୦୧୪
ପୂର୍ବ ଅଧିକାରୀକାଳନ୍ଦୀ ଚରଣ ବେହେରା
ପର ଅଧିକାରୀପ୍ରକାଶ ଚନ୍ଦ୍ର ବେହେରା
ନିର୍ବାଚନ ମଣ୍ଡଳୀସାଲେପୁର
ବ୍ୟକ୍ତିଗତ ସବିଶେଷ
ଜନ୍ମ (1975-07-19) ୧୯ ଜୁଲାଇ ୧୯୭୫ (ବୟସ ୪୫)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ବାପା/ମା'କାଳନ୍ଦୀ ବେହେରା (ବାପା)
ବୃତ୍ତିରାଜନୀତିଜ୍ଞ
ଧର୍ମହିନ୍ଦୁ

ଜନ୍ମ, ପରିବାର ଓ ଶିକ୍ଷାସମ୍ପାଦନ କରନ୍ତୁ

ଚନ୍ଦ୍ର ସାରଥୀ ବେହେରା ୧୯୭୫ ମସିହାର ଜୁଲାଇ ମାସ ୧୯ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଥିଲା କାଳନ୍ଦୀ ବେହେରା ।[୧] ଚନ୍ଦ୍ର ସାରଥୀଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକ।[୧]

ରାଜନୈତିକ ଜୀବନସମ୍ପାଦନ କରନ୍ତୁ

ଚନ୍ଦ୍ର ସାରଥୀ ବେହେରା ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ପୂର୍ବରୁ ସେ ଜଣେ ମନ୍ତ୍ରୀ ଭାବରେ ୨୦୧୭ରୁ ୨୦୧୯ ମସିହାଯାଏଁ କାର୍ଯ୍ୟ କରିଛନ୍ତି ।[୧]

ବିଧାନ ସଭା ସଭ୍ୟ ବିବରଣୀସମ୍ପାଦନ କରନ୍ତୁ

ଆରମ୍ଭ ଶେଷ ପଦବୀ ନିର୍ବାଚନ ମଣ୍ଡଳୀ ଦଳ
୨୦୦୯ ୨୦୧୪ ସଭ୍ୟ, ୧୪ଶ ଓଡ଼ିଶା ବିଧାନ ସଭା ସାଲେପୁର ବିଜୁ ଜନତା ଦଳ
୨୦୧୪ ୨୦୧୯ ସଭ୍ୟ, ୧୫ଶ ଓଡ଼ିଶା ବିଧାନ ସଭା କଟକ ସଦର ବିଜୁ ଜନତା ଦଳ
୨୦୧୯ - ସଭ୍ୟ, ୧୬ଶ ଓଡ଼ିଶା ବିଧାନ ସଭା କଟକ ସଦର ବିଜୁ ଜନତା ଦଳ

ଆଧାରସମ୍ପାଦନ କରନ୍ତୁ

  1. ୧.୦ ୧.୧ ୧.୨ ୧.୩ "Shri Chandra Sarathi Behera". odishaassembly.nic.in. Odisha Assembly. Retrieved 18 January 2020. Cite has empty unknown parameter: |dead-url= (help)