ଚନ୍ଦ୍ର ଶେଖର ବେହେରା

ଓଡ଼ିଆ ରାଜନୀତିଜ୍ଞ

ଚନ୍ଦ୍ର ଶେଖର ବେହେରା (ଜନ୍ମ: ୧୭ ମଇ ୧୯୪୪) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି । ୧୯୭୪ ଓ ୧୯୮୦ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଫୁଲବାଣୀ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୬ଷ୍ଠ୮ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଚନ୍ଦ୍ର ଶେଖର ବେହେରା
ବିଧାୟକ: ୮ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୮୦ – ୧୯୮୫
ପୂର୍ବ ଅଧିକାରୀପ୍ରହଲ୍ଲାଦ ବେହେରା
ପର ଅଧିକାରୀଅଭିମନ୍ୟୁ ବେହେରା
ନିର୍ବାଚନ ମଣ୍ଡଳୀଫୁଲବାଣୀ
ବିଧାୟକ: ୬ଷ୍ଠ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୪ – ୧୯୭୭
ପୂର୍ବ ଅଧିକାରୀଜଗଦୀଶ ଜାନୀ
ପର ଅଧିକାରୀପ୍ରହଲ୍ଲାଦ ବେହେରା
ନିର୍ବାଚନ ମଣ୍ଡଳୀଫୁଲବାଣୀ
ବ୍ୟକ୍ତିଗତ ସବିଶେଷ
ଜନ୍ମ (1944-05-17) ୧୭ ମଇ ୧୯୪୪ (ବୟସ ୭୯)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀମିଥିଳା ବେହେରା
ବାପା/ବୋଉବଳଭଦ୍ର ବେହେରା (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ପରିବାର ଓ ଶିକ୍ଷା ସମ୍ପାଦନା

ଚନ୍ଦ୍ର ଶେଖର ବେହେରା ୧୯୪୪ ମସିହାର ମଇ ୧୭ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ବଳଭଦ୍ର ବେହେରା ଓ ପତ୍ନୀଙ୍କ ନାମ ମିଥିଳା ବେହେରା ।[୧]

ରାଜନୈତିକ ଜୀବନ ସମ୍ପାଦନା

ଚନ୍ଦ୍ର ଶେଖର ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସ କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି ।[୧]

ଆଧାର ସମ୍ପାଦନା

  1. ୧.୦ ୧.୧ "Shri Chandra Sekhar Behera". odishaassembly.nic.in. Odisha Assembly. Retrieved 25 April 2021.