ଚିତ୍ତରଞ୍ଜନ ନାଏକ
ଓଡ଼ିଆ ରାଜନୀତିଜ୍ଞ
ଚିତ୍ତରଞ୍ଜନ ନାଏକ (ମୃତ୍ୟୁ: ୩୦ ମଇ ୧୯୮୮) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ଚିତ୍ତରଞ୍ଜନ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୬୧ ମସିହାରେ ଓଡ଼ିଶାରେ ହୋଇଥିବା ପ୍ରଥମ ବିଧାନ ସଭା ନିର୍ବାଚନରେ ସେ ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୩ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଚିତ୍ତରଞ୍ଜନ ନାଏକ | |
---|---|
ବିଧାୟକ: ୩ୟ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୬୧ – ୧୯୬୭ | |
ପୂର୍ବ ଅଧିକାରୀ | ବାଙ୍କ ବିହାରୀ ଦାସ |
ପର ଅଧିକାରୀ | ବୈଷ୍ଣବ ଚରଣ ମଲ୍ଲିକ |
ନିର୍ବାଚନ ମଣ୍ଡଳୀ | ବିଞ୍ଝାରପୁର |
ବ୍ୟକ୍ତିଗତ ସବିଶେଷ | |
ମୃତ୍ୟୁ | ମଇ ୩୦, ୧୯୮୮ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ବାପା/ବୋଉ | ରାମଚନ୍ଦ୍ର ନାଏକ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ରାଜନୈତିକ ଜୀବନ
ସମ୍ପାଦନାଚିତ୍ତରଞ୍ଜନ ନାଏକ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ ।[୧]
ମୃତ୍ୟୁ
ସମ୍ପାଦନାଚିତ୍ତରଞ୍ଜନ ନାଏକ ୧୯୮୮ ମସିହାର ମଇ ମାସ ୩୦ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ୧୯୮୮ ମସିହାର ସେପ୍ଟେମ୍ବର ମାସ ୨୮ ତାରିଖରେ ତାଙ୍କ ପାଇଁ ବିଧାନ ସଭା ଗୃହରେ ଶୋକ ପାଳନ କରାଯାଇଥିଲା ।
ଆଧାର
ସମ୍ପାଦନା- ↑ ୧.୦ ୧.୧ ୧.୨ "Shri Chittaranjan Naik". odishaassembly.nic.in. Odisha Assembly. Retrieved 17 December 2019.