ଚେକ୍ ଗଣରାଜ୍ୟ
ଇତିହାସସମ୍ପାଦନ କରନ୍ତୁ
୫ମ ଖ୍ରୀଷ୍ଟାବ୍ଦରେ ସ୍ଲେଭିକ ସମ୍ପ୍ରଦାୟର ଜନଜାତି ଚେକ୍ ରିପବ୍ଲିକରେ ବସବାସ କରିଥିଲେ । ପ୍ରଥମ ବିଶ୍ୱଯୁଦ୍ଧ ପୂର୍ବରୁ ଏହି ଦେଶ ଅଷ୍ଟ୍ରିଆ-ହଙ୍ଗେରୀ ନିୟନ୍ତ୍ରଣରେ ଥିଲା । ୧୯୧୮ରେ ଚେକ୍ ରିପବ୍ଲିକ ଓ ସ୍ଲୋଭାକ ଏକତ୍ର ହୋଇ ଚେକ୍ ରିପବ୍ଲିକ ଗଠନ କରିଥିଲେ । ୧୯୩୯ରେ ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟରେ ଏହି ଦେଶକୁ ଜର୍ମାନୀ ଅକ୍ତିଆର କରିଥିଲା । ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ଚେକ୍ ସାଧାରଣତନ୍ତ୍ର ସୋଭିଏତ ସଂଘର ମିିତ୍ରରାଷ୍ଟ ହୋଇଥିଲା । ୱାର୍ସ ଚୁକ୍ତିଅନୁଯାୟୀ ଚେକ୍ ରିପବ୍ଲିକ ରୁଷ ନେତୃତ୍ୱାଧୀନ ସାମରିକ ମେଣ୍ଟରେ ଯୋଗ ଦେଇଥିଲା । ସୋଭିଏତ ସଂଘର ପତନ ପରେ ୧୯୮୯ରେ ଚେକ୍ ରିପବ୍ଲିକ୍ ସୋଭିଏତ ସଂଘରୁ ମୁକ୍ତ ହୋଇ ସାର୍ବଭୌମ ରାଷ୍ଟ୍ରରେ ପରିଣତ ହୋଇଥିଲା । ପରେ ଚେକ୍ ରିପବ୍ଲିକ ଆମେରିକା ନେତତ୍ୱାଧୀନ ସାମରିକ ମେଣ୍ଟର ସଦସ୍ୟତା ଲାଭ କରିଥିଲା । ଅପ୍ରେଲ ୧୯୪୫ରେ ଦ୍ୱିତୀୟ ବିଶ୍ୱଯୁଦ୍ଧ ଶେଷ ପରେ ଚେକ୍ ରିପବ୍ଲିକରେ କମ୍ୟୁନିଷ୍ଟ ସରକାର କ୍ଷମତାସୀନ ହୋଇଥିଲା । ପରବର୍ତ୍ତି ସମୟରେ ଏହି ଦେଶ ଗଣତାନ୍ତ୍ରିକ ଶାସନକୁ ଆପଣାଇଥିଲା । ପ୍ରାୟ ୪୨ ବର୍ଷ କମୁନିଷ୍ଟ ଶାସନର ଅନ୍ତ ପରେ ୧୯୮୯ରେ ଦେଶରେ ନିର୍ବାଚନ ଅନୁଷ୍ଠିତ ହୋଇଥିଲା । ବେଲକାଭ ହାଭେଲ ଦେଶର ପ୍ରଥମ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଥିଲେ । ୧୯୯୩ ଜାନୁଆରୀ ୧ତାରିଖରେ ଚେକ୍ ରିପବ୍ଲିକଠାରୁ ସ୍ଲୋଭାକିଆ ପୃଥକ ହୋଇଥିଲା । ୨୦୦୪ରେ ୟୁରୋପୀୟ ରାଷ୍ଟ୍ର ସଂଘରେ ଯୋଗ ଦେଇଥିଲା ।
ଭୂଗୋଳସମ୍ପାଦନ କରନ୍ତୁ
ଧର୍ମସମ୍ପାଦନ କରନ୍ତୁ
ପ୍ରଶାସନିକ ବିଭାଜନସମ୍ପାଦନ କରନ୍ତୁ
ଭାଷାସମ୍ପାଦନ କରନ୍ତୁ
ଆଧାରସମ୍ପାଦନ କରନ୍ତୁ
- ↑ "Oxford English Dictionary". Retrieved 13 September 2014.
ଏହି ପ୍ରସଙ୍ଗଟି ଅସମ୍ପୂର୍ଣ୍ଣ ଅଟେ । ଆପଣ ଏହାକୁ ସଂପୂର୍ଣ୍ଣ କରି ଉଇକିପିଡ଼ିଆକୁ ସମୃଦ୍ଧ କରିପାରିବେ । |