ଚୈତନ ମାଝି

ଓଡ଼ିଆ ରାଜନୀତିଜ୍ଞ

ଚୈତନ ମାଝି (ମୃତ୍ୟୁ: ୧୯୯୧) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୫୨ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ନୂଆପଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଚୈତନ ମାଝି
ବିଧାୟକ: ୧ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୨ – ୧୯୫୭
ପର ଅଧିକାରୀଘାସିରାମ ମାଝି
ନିର୍ବାଚନ ମଣ୍ଡଳୀନୂଆପଡ଼ା
ବ୍ୟକ୍ତିଗତ ସବିଶେଷ
ମୃତ୍ୟୁ୧୯୯୧
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ବୃତ୍ତିରାଜନୀତିଜ୍ଞ

ରାଜନୈତିକ ଜୀବନ ସମ୍ପାଦନା

ଚୈତନ ମାଝି ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]

ମୃତ୍ୟୁ ସମ୍ପାଦନା

ଚୈତନ ମାଝି ୧୯୯୧ ମସିହାରେ ମୃତ୍ୟୁବରଣ କରିଥିଲେ । ୯ ସେପ୍ଟେମ୍ବର ୧୯୯୧ରେ ତାଙ୍କ ପାଇଁ ବିଧାନ ସଭା ଗୃହରେ ଶୋକ ପାଳନ କରାଯାଇଥିଲା ।[୧]

ଆଧାର ସମ୍ପାଦନା

  1. ୧.୦ ୧.୧ ୧.୨ "Shri Chaitan Majhi". odishaassembly.nic.in. Odisha Assembly. Retrieved 26 June 2021.