ଜଗଦୀଶ ଜାନୀ

ଓଡ଼ିଆ ରାଜନୀତିଜ୍ଞ

ଜଗଦୀଶ ଜାନୀ (୩ ଜାନୁଆରୀ ୧୯୨୧ - ୨୩ ଅପ୍ରେଲ ୨୦୦୮) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୭୧ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଫୁଲବାଣୀ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୫ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜଗଦୀଶ ଜାନୀ
ବିଧାୟକ: ୫ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୧ – ୧୯୭୩
ପୂର୍ବ ଅଧିକାରୀବରଦା ପ୍ରସନ୍ନ କହଁର
ପର ଅଧିକାରୀଚନ୍ଦ୍ର ଶେଖର ବେହେରା
ନିର୍ବାଚନ ମଣ୍ଡଳୀଫୁଲବାଣୀ
ବ୍ୟକ୍ତିଗତ ସବିଶେଷ
ଜନ୍ମ(1921-01-03)୩ ଜାନୁଆରୀ ୧୯୨୧
ମୃତ୍ୟୁ୨୩ ଅପ୍ରେଲ ୨୦୦୮(2008-04-23) (ବୟସ ୮୭)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀସୌରୀ ଜାନୀ
ବାପା/ବୋଉଉତର ଜାନୀ (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ପରିବାର ଓ ଶିକ୍ଷା ସମ୍ପାଦନା

ଜଗଦୀଶ ଜାନୀ ୧୯୨୧ ମସିହାର ଜାନୁଆରୀ ୩ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଉତର ଜାନୀ ଓ ପତ୍ନୀଙ୍କ ନାମ ସୌରୀ ଜାନୀ ।[୧]

ରାଜନୈତିକ ଜୀବନ ସମ୍ପାଦନା

ଜଗଦୀଶ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସ କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]

ମୃତ୍ୟୁ ସମ୍ପାଦନା

ଜଗଦୀଶ ୨୦୦୮ ମସିହାର ଅପ୍ରେଲ ୨୩ ତାରିଖରେ ୮୭ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।[୧]

ଆଧାର ସମ୍ପାଦନା

  1. ୧.୦ ୧.୧ ୧.୨ "Shri Jagadish Jani". odishaassembly.nic.in. Odisha Assembly. Retrieved 21 April 2021.