ଜଗନ୍ନାଥ ମିଶ୍ର (ରାଜନେତା)
ଓଡ଼ିଆ ରାଜନୀତିଜ୍ଞ
ଜଗନ୍ନାଥ ମିଶ୍ର (ମୃତ୍ୟୁ: ୧୯୮୧) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ସ୍ୱାଧୀନତା ପୂର୍ବରୁ ହୋଇଥିବା ପ୍ରଥମ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଉତ୍ତର ପୁରୀ ସଦର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ସ୍ୱାଧୀନତା ପୂର୍ବର ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧][୨]
ଜଗନ୍ନାଥ ମିଶ୍ର | |
---|---|
ବିଧାୟକ: ସ୍ୱାଧୀନତା ପୂର୍ବର ୧ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୩୭ – ୧୯୪୬ | |
ନିର୍ବାଚନ ମଣ୍ଡଳୀ | ଉତ୍ତର ପୁରୀ ସଦର |
ବ୍ୟକ୍ତିଗତ ସବିଶେଷ | |
ମୃତ୍ୟୁ | ୧୯୮୧ |
ନାଗରିକତା | ଭାରତୀୟ |
ଜାତୀୟତା | ବ୍ରିଟିଶ ଭାରତ ଭାରତୀୟ ଅଧିରାଜ୍ୟ ଭାରତୀୟ |
ରାଜନୀତିକ ଦଳ | କଂଗ୍ରେସ |
ବୃତ୍ତି | ରାଜନୀତିଜ୍ଞ |
ରାଜନୈତିକ ଜୀବନ
ସମ୍ପାଦନାଜଗନ୍ନାଥ ମିଶ୍ର କଂଗ୍ରେସର ପ୍ରାର୍ଥୀ ଭାବରେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସ୍ୱାଧୀନତା ପୂର୍ବରୁ ଥରେ କାର୍ଯ୍ୟ କରିଥିଲେ ।[୨]
ମୃତ୍ୟୁ
ସମ୍ପାଦନା୧୯୮୧ ମସିହାରେ ତାଙ୍କର ମୃତ୍ୟୁ ହୋଇଥିଲା । ୨୩ ଫେବୃଆରୀ ୧୯୮୧ରେ ତାଙ୍କ ପାଇଁ ବିଧାନ ସଭାରେ ଶୋକ ପାଳନ କରାଯାଇଥିଲା ।[୨]
ଆଧାର
ସମ୍ପାଦନା- ↑ ଉଦ୍ଧବ ଚରଣ ନାୟକ (2013). "୨". ଓଡ଼ିଶା ରାଜନୀତିର ଇତିହାସ (୧୯୩୬-୨୦୧୩) (in ଓଡ଼ିଆ). ଭୁବନେଶ୍ୱର: ଆମ ଓଡ଼ିଶା. p. ୨୬. ISBN 978-81-89436-54-4. Retrieved 7 November 2023.
{{cite book}}
: CS1 maint: unrecognized language (link) - ↑ ୨.୦ ୨.୧ ୨.୨ "Shri Jagannath Mishra". odishaassembly.nic.in. Odisha Assembly. Retrieved 13 November 2023.