ଜଗବନ୍ଧୁ ସିହ୍ନା

ଓଡ଼ିଆ ରାଜନୀତିଜ୍ଞ

ଜଗବନ୍ଧୁ ସିହ୍ନା ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ସ୍ୱାଧୀନତା ପୂର୍ବରୁ ହୋଇଥିବା ପ୍ରଥମ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଉତ୍ତର ପୁରୀ ସଦର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ସ୍ୱାଧୀନତା ପୂର୍ବର ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧][୨]

ଜଗବନ୍ଧୁ ସିହ୍ନା
ବିଧାୟକ: ସ୍ୱାଧୀନତା ପୂର୍ବର ୧ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୩୭ – ୧୯୪୬
ନିର୍ବାଚନ ମଣ୍ଡଳୀଉତ୍ତର ପୁରୀ ସଦର
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାବ୍ରିଟିଶ ଭାରତ
ଭାରତୀୟ ଅଧିରାଜ୍ୟ
ଭାରତୀୟ
ରାଜନୀତିକ ଦଳକଂଗ୍ରେସ
ବୃତ୍ତିରାଜନୀତିଜ୍ଞ

ରାଜନୈତିକ ଜୀବନ ସମ୍ପାଦନା

ଜଗବନ୍ଧୁ ସିହ୍ନା କଂଗ୍ରେସର ପ୍ରାର୍ଥୀ ଭାବରେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସ୍ୱାଧୀନତା ପୂର୍ବରୁ ଥରେ କାର୍ଯ୍ୟ କରିଥିଲେ ।[୧]

ଆଧାର ସମ୍ପାଦନା

  1. ୧.୦ ୧.୧ "Shri Jagabandhu Sinha". odishaassembly.nic.in. Odisha Assembly. Retrieved 11 November 2023.
  2. ଉଦ୍ଧବ ଚରଣ ନାୟକ (2013). "୨". ଓଡ଼ିଶା ରାଜନୀତିର ଇତିହାସ (୧୯୩୬-୨୦୧୩) (in ଓଡ଼ିଆ). ଭୁବନେଶ୍ୱର: ଆମ ଓଡ଼ିଶା. p. ୨୬. ISBN 978-81-89436-54-4. Retrieved 7 November 2023.{{cite book}}: CS1 maint: unrecognized language (link)