ଜଗା ହାତରେ ପଘା
୧୯୮୫ର ଓଡ଼ିଆ କଥାଚିତ୍ର
ଜଗା ହାତରେ ପଘା, ୧୯୮୫ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର ।[୧] ମହମ୍ମଦ ମହସିନ ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ, କାହାଣୀ ଓ ଚିତ୍ରନାଟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ ।
ଜଗା ହାତରେ ପଘା | |
---|---|
ନିର୍ଦ୍ଦେଶକ | ମହମ୍ମଦ ମହସିନ |
ପ୍ରଯୋଜକ | ମହମ୍ମଦ ମହସିନ |
ଚିତ୍ରନାଟ୍ୟ | ମହମ୍ମଦ ମହସିନ |
କାହାଣୀ | ମହମ୍ମଦ ମହସିନ |
କଳାକାର | ଉତ୍ତମ ମହାନ୍ତି, ବିଜୟ ମହାନ୍ତି, ଅପରାଜିତା ମହାନ୍ତି, ସୁଜାତା ଆନନ୍ଦ |
ସଙ୍ଗୀତ | ଅକ୍ଷୟ ମହାନ୍ତି |
ଚିତ୍ରଗ୍ରହଣ | ରାଜୁ ମିଶ୍ର |
ସମ୍ପାଦକ | ମୁକ୍ତାର ଅହମଦ |
ମୁକ୍ତିଲାଭ ତାରିଖ | ୧୯୮୫ |
ଦେଶ | ![]() |
ଭାଷା | ଓଡ଼ିଆ |
ଅଭିନୟରେ ସମ୍ପାଦନ କରନ୍ତୁ
ଓଡ଼ିଆ କଥାଚିତ୍ର ‘ଜଗା ହାତରେ ପଘା’ରେ ଅଭିନୟ କରିଥିବା ପ୍ରମୁଖ କଳାକାର ହେଲେ:
ସଙ୍ଗୀତ ସମ୍ପାଦନ କରନ୍ତୁ
ଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ଅକ୍ଷୟ ମହାନ୍ତି ।[୩]
ଆଧାର ସମ୍ପାଦନ କରନ୍ତୁ
- ↑ ପରିଡ଼ା, ଲକ୍ଷ୍ମଣ କୁମାର (1 July 2003). "ଓଡ଼ିଆ ଚଳଚ୍ଚିତ୍ରରେ ଶ୍ରୀ ଜଗନ୍ନାଥ" (PDF). ଉତ୍କଳ ପ୍ରସଙ୍ଗ (July 2003): 114. Retrieved 14 January 2019.
- ↑ "ଷ୍ଟାଇଲ ମାଷ୍ଟର ବିଜୟ" (PDF). ନିତିଦିନ. 8 April 2018. Retrieved 30 August 2018.
- ↑ "ସଙ୍ଗୀତକାର ଅକ୍ଷୟ ମହାନ୍ତି ଏବଂ ଓଡ଼ିଆ ସିନେ ନିର୍ଦ୍ଦେଶକ". sambad.in. 12 October 2017. Retrieved 11 July 2018.
ବାହାର ଆଧାର ସମ୍ପାଦନ କରନ୍ତୁ
- ଇଣ୍ଟରନେଟ ମୁଭି ଡାଟାବେସରେ ଜଗା ହାତରେ ପଘା