ଜନାର୍ଦ୍ଦନ ଦେହୁରୀ

ଓଡ଼ିଆ ରାଜନୀତିଜ୍ଞ

ଜନାର୍ଦ୍ଦନ ଦେହୁରୀ ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୯୮ ମସିହାରେ ହୋଇଥିବା ଉପ-ନିର୍ବାଚନରେ ସେ ବଣାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[]

ଜନାର୍ଦ୍ଦନ ଦେହୁରୀ
ବିଧାୟକ: ୧୧ଶ ଓଡ଼ିଶା ବିଧାନ ସଭା (ଉପ)
କାର୍ଯ୍ୟକାଳ
୧୯୯୮ – ୨୦୦୦
ପୂର୍ବ ଅଧିକାରୀଜୁଏଲ ଓରାମ
ପର ଅଧିକାରୀଦୟାନିଧି କିଷାନ
ନିର୍ବାଚନ ମଣ୍ଡଳୀବଣାଇ
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ବୃତ୍ତିରାଜନୀତିଜ୍ଞ

ରାଜନୈତିକ ଜୀବନ

ସମ୍ପାଦନା

ଜନାର୍ଦ୍ଦନ ଦେହୁରୀ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[]

୨୦୨୪ ଭାରତୀୟ ସାଧାରଣ ନିର୍ବାଚନରେ, ସୁନ୍ଦରଗଡ଼ ଲୋକ ସଭା ନିର୍ବାଚନ ମଣ୍ଡଳୀରୁ କଂଗ୍ରେସର ପ୍ରାର୍ଥୀ ଭାବରେ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ, ସେ ସମୁଦାୟ ୨,୬୧,୯୬୮ ଖଣ୍ଡ ଭୋଟ ପାଇ ୩ୟ ସ୍ଥାନରେ ଥିଲେ ଏବଂ ବିଜେପି ପ୍ରାର୍ଥୀ ଜୁଏଲ ଓରାମଙ୍କ ଠରୁ ୨,୩୨,୨୯୬ ଖଣ୍ଡ ଭୋଟରେ ପରାସ୍ତ ହୋଇଥିଲେ ।[]

  1. ୧.୦ ୧.୧ "Shri Janardan Dehury". odishaassembly.nic.in. Odisha Assembly. Retrieved 23 August 2022.
  2. "2024 Indian General Election Results: Sundargarh (Odisha)". Election Commission of India. Retrieved 5 July 2024.