ଜ୍ୟୋତିମଞ୍ଜରୀ ଦେବୀ
ଜ୍ୟୋତିମଞ୍ଜରୀ ଦେବୀ (୧ ଜାନୁଆରୀ ୧୯୨୦ - ୩୦ ଜାନୁଆରୀ ୧୯୮୬) ଜଣେ ଓଡ଼ିଆ ରାଜନୀତିଜ୍ଞା ଥିଲେ । ସେ ଓଡ଼ିଶା ରଜନୀତିରେ ଗଣତନ୍ତ୍ର ପରିଷଦର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟିକା ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୫୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଦେବଗଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଜ୍ୟୋତିମଞ୍ଜରୀ ଦେବୀ | |
---|---|
ବିଧାୟକ: ୨ୟ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୫୭ – ୧୯୬୧ | |
ପର ଅଧିକାରୀ | ଜୟଦେବ ଠାକୁର |
ନିର୍ବାଚନ ମଣ୍ଡଳୀ | ଦେବଗଡ଼ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧ ଜାନୁଆରୀ ୧୯୨୦ |
ମୃତ୍ୟୁ | ୩୦ ଜାନୁଆରୀ ୧୯୮୬ | (ବୟସ ୬୬)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଗଣତନ୍ତ୍ର ପରିଷଦ |
ଜୀବନ ସାଥୀ | ଭାନୁଗଙ୍ଗ ତ୍ରିଭୂବନ ଦେବ |
ବାପା/ବୋଉ | ବ୍ରଜ ମୋହନ ଦେବ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଜନ୍ମ, ପରିବାର ଓ ଶିକ୍ଷା
ସମ୍ପାଦନାଜ୍ୟୋତିମଞ୍ଜରୀ ଦେବୀ ୧୯୨୦ ମସିହାର ଜାନୁଆରୀ ମାସ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ବ୍ରଜ ମୋହନ ଦେବ ଓ ପତିଙ୍କ ନାମ ଭାନୁଗଙ୍ଗ ତ୍ରିଭୂବନ ଦେବ ।[୨]
ରାଜନୈତିକ ଜୀବନ
ସମ୍ପାଦନାଜ୍ୟୋତିମଞ୍ଜରୀ ଓଡ଼ିଶା ରାଜନୀତିରେ ଗଣତନ୍ତ୍ର ପରିଷଦର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟିକା ଭାବରେ ଥରେ କାର୍ଯ୍ୟ କରିଥିଲେ ।[୨]
ମୃତ୍ୟୁ
ସମ୍ପାଦନାଜ୍ୟୋତିମଞ୍ଜରୀ ଦେବୀ ୧୯୮୬ ମସିହାର ଜାନୁଆରୀ ମାସ ୩୦ ତାରିଖରେ ମୃତ୍ୟୁବରଣ କରିଥିଲେ ।[୨] ମୃତ୍ୟୁବେଳକୁ ତାଙ୍କୁ ୬୬ ବର୍ଷ ବୟସ ହୋଇଥିଲା ।
ଆଧାର
ସମ୍ପାଦନା- ↑ "LIST OF MEMBERS OF ODISHA LEGISLATIVE ASSEMBLY (1951–2004)" (PDF). ODISHA REFERENCE ANNUAL: 458. 2011. Archived from the original (PDF) on 2 October 2020. Retrieved 29 August 2020.
- ↑ ୨.୦ ୨.୧ ୨.୨ "Shri Jyotimanjari Debi". odishaassembly.nic.in. Odisha Assembly. Retrieved 9 September 2020.