ଜୟନାରାୟଣ ମିଶ୍ର
ଓଡ଼ିଆ ରାଜନୀତିଜ୍ଞ
ଜୟନାରାୟଣ ମିଶ୍ର (ଜନ୍ମ: ୨ ସେପ୍ଟେମ୍ବର ୧୯୪୦) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୦୦, ୨୦୦୪, ୨୦୦୯ ଓ ୨୦୧୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ସମ୍ବଲପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୨ଶ, ୧୩ଶ, ୧୪ଶ ଓ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜୟନାରାୟଣ ମିଶ୍ର | |
---|---|
ବିଧାୟକ: ୧୬ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୧୯ – ଏବେଯାଏଁ | |
ପୂର୍ବ ଅଧିକାରୀ | ରାସେଶ୍ୱରୀ ପାଣିଗ୍ରାହୀ |
ନିର୍ବାଚନ ମଣ୍ଡଳୀ | ସମ୍ବଲପୁର |
ବିଧାୟକ: ୧୨ଶ, ୧୩ଶ, ୧୪ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୦୦ – ୨୦୧୪ | |
ପୂର୍ବ ଅଧିକାରୀ | ଦୁର୍ଗା ଶଙ୍କର ପଟ୍ଟନାୟକ |
ପର ଅଧିକାରୀ | ରାସେଶ୍ୱରୀ ପାଣିଗ୍ରାହୀ |
ନିର୍ବାଚନ ମଣ୍ଡଳୀ | ସମ୍ବଲପୁର |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୨ ସେପ୍ଟେମ୍ବର ୧୯୪୦ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜନତା ପାର୍ଟି |
ଜୀବନ ସାଥୀ | ସୁନନ୍ଦା ପାଣିଗ୍ରାହୀ |
ବାପା/ବୋଉ | ନୃସିଂହ ପାଣିଗ୍ରାହୀ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଜନ୍ମ, ପରିବାର ଓ ଶିକ୍ଷା
ସମ୍ପାଦନାଜୟନାରାୟଣ ୧୯୪୦ ମସିହାର ସେପ୍ଟେମ୍ବର ମାସ ୨ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ନୃସିଂହ ପାଣିଗ୍ରାହୀ ଓ ପତ୍ନୀଙ୍କ ନାମ ସୁନନ୍ଦା ପାଣିଗ୍ରାହୀ । ତାଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା ବି.ଏ., ଏଲ୍.ଏଲ୍.ବି. ।[୧]
ରାଜନୈତିକ ଜୀବନ
ସମ୍ପାଦନାଜୟନାରାୟଣ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି ।[୧]
ଆଧାର
ସମ୍ପାଦନା- ↑ ୧.୦ ୧.୧ "Shri Jayanarayan Mishra". odishaassembly.nic.in. Odisha Assembly. Retrieved 3 September 2020.
ବାହାର ଆଧାର
ସମ୍ପାଦନା- ଉଇକିମିଡ଼ିଆ କମନ୍ସରେ Jayanarayan Mishra-ସମ୍ପର୍କିତ ମିଡ଼ିଆ