ଝରିଗାଁ (ବିଧାନ ସଭା ନିର୍ବାଚନ ମଣ୍ଡଳୀ)

ବିଧାନ ସଭା ନିର୍ବାଚନ ମଣ୍ଡଳୀ

ଝରିଗାଁ (କ୍ରମିକ ସଂଖ୍ୟା: ୭୪) ନବରଙ୍ଗପୁର ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ[୧] ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ଝରିଗାଁ ବ୍ଳକ, ଚନ୍ଦାହାଣ୍ଡି ବ୍ଳକ ଓ ଉମରକୋଟ ବ୍ଳକର କିଛି ଅଞ୍ଚଳ ।[୨][୩]

ଝରିଗାଁ ବିଧାନ ସଭା ନିର୍ବାଚନ ମଣ୍ଡଳୀ
ଭୋଟର ସଂଖ୍ୟା (୨୦୧୪): ୧,୯୩,୫୮୨
ଜିଲ୍ଲା: ନବରଙ୍ଗପୁର
ଲୋକ ସଭା ନିର୍ବାଚନ ମଣ୍ଡଳୀ: ନବରଙ୍ଗପୁର
ପଞ୍ଚାୟତ ସମିତି:
ଗ୍ରାମ ପଞ୍ଚାୟତ:
ବିଜ୍ଞାପିତ ଅଞ୍ଚଳ ପରିଷଦ:
ପୌର ପରିଷଦ:

ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ରମେଶ ଚନ୍ଦ୍ର ମାଝୀ ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ଉଲଧର ମାଝୀଙ୍କଠାରୁ ୧୧୧୯୬ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[୪]

ଗତ ୨୦୦୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ରମେଶ ଚନ୍ଦ୍ର ମାଝି, ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ଜଳନ୍ଧର ମାଝିଙ୍କଠାରୁ ୨୨,୨୭୬ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[୫]

୨୦୦୯ ନିର୍ବାଚନ ଫଳାଫଳ ସମ୍ପାଦନା

୨୦୦୯ ବିଧାନ ସଭା ନିର୍ବାଚନ, ଝରିଗାଁ [୬]
ରାଜନୈତିକ ଦଳ ପ୍ରାର୍ଥୀ ଭୋଟ % ±%
ବିଜଦ ରମେଶ ଚନ୍ଦ୍ର ମାଝି ୫୪,୭୬୭ ୪୫.୭୨ -
କଂଗ୍ରେସ ଜଳନ୍ଧର ମାଝି ୩୨,୪୯୧ ୨୭.୧୨ -
ଭାଜପା ସୋନ ମାଝି ୧୩,୨୨୬ ୧୧.୦୪ -
ସ୍ୱାଧୀନ ଗୋପାଳ ପୂଜାରୀ ୬,୩୯୩ ୫.୩୪ -
ବସପା କଦମ୍ବ ପୂଜାରୀ ୫,୫୩୫ ୪.୬୨ -
ସମୃଦ୍ଧ ଓଡ଼ିଶା ଲକ୍ଷ୍ମୀ ସନ୍ତ ୪,୦୯୮ ୩.୪୨ -
କଳିଙ୍ଗ ସେନା ହୀରାସିଂହ ମାଝି ୩,୨୮୧ ୨.୭୪ -
ଭୋଟ ବ୍ୟବଧାନ ୨୨,୨୭୬ ୧୮.୬୦* -
ମତଦାନ ହାର ୧,୧୯,୭୯୧ ୬୯.୪୪ -

*: ମୋଟ ବୈଧ ଭୋଟର ଶତକଡ଼ା ଭାଗ

ନିର୍ବାଚିତ ବିଧାୟକଗଣ ସମ୍ପାଦନା

ନବଗଠିତ ଏହି ନିର୍ବାଚନ ମଣ୍ଡଳୀରେ ୨୦୦୯ ଓ ୨୦୧୪ରେ କେବଳ ୨ଥର ନିର୍ବାଚନ ଅନୁଷ୍ଠିତ ହୋଇଛି ।[୪]

ଆଧାର ସମ୍ପାଦନା

  1. "Jharigam Assembly Election 2009, Orissa". empoweringindia.org. Retrieved 16 June 2013. Constituency: Jharigam (74) District : Nabarangpur
  2. Assembly Constituencies and their Extent
  3. Seats of Odisha
  4. ୪.୦ ୪.୧ https://eci.nic.in/eci_main/StatisticalReports/AE2014/Stat_Rep_Odisha-2014.pdf
  5. "Orissa Election Result 2009 With Vote Margin". leadtech.in. Archived from the original on 27 May 2013. Retrieved 21 April 2013. 22276
  6. http://eci.nic.in/eci_main/StatisticalReports/AE2009/stat_OR_April2009.pdf