ଟୋପାଏ ସିନ୍ଦୂର ଦି ଟୋପା ଲୁହ
ଟୋପାଏ ସିନ୍ଦୂର ଦି ଟୋପା ଲୁହ, ୨୦୦୫ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ବିଜୟ କନ୍ଦୋଇ ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଏବଂ କାହାଣୀ ରଚନା କରିଥିଲେ ।[୧] ପ୍ରଦୀପ ନନ୍ଦ ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ । ମହମଦ ସାଫି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ବସନ୍ତ ସାହୁ ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ।[୨]
ଟୋପାଏ ସିନ୍ଦୂର ଦି ଟୋପା ଲୁହ | |
---|---|
ନିର୍ଦ୍ଦେଶକ | ବସନ୍ତ ସାହୁ |
ପ୍ରଯୋଜକ | ବିଜୟ କନ୍ଦୋଇ |
ସଂଳାପ | ମହମଦ ସାଫି |
ଚିତ୍ରନାଟ୍ୟ | ପ୍ରଦୀପ ନନ୍ଦ |
କାହାଣୀ | ବିଜୟ କନ୍ଦୋଇ |
କଳାକାର | ସିଦ୍ଧାନ୍ତ ମହାପାତ୍ର, ଅନୁଭବ ମହାନ୍ତି, ଅନୁ ଚୌଧୁରୀ, ବର୍ଷା ପ୍ରିୟଦର୍ଶିନୀ, ମିହିର ଦାସ, ଅପରାଜିତା ମହାନ୍ତି |
ସଙ୍ଗୀତ | କୃଷ୍ଣ ଚନ୍ଦ୍ର |
ଚିତ୍ରଗ୍ରହଣ | ଅଭିରାମ ମିଶ୍ର |
ସମ୍ପାଦକ | ଅଶୋକ ଶର୍ମା |
ମୁକ୍ତିଲାଭ ତାରିଖ | ୨୦୦୫ |
ଦେଶ | ଭାରତ |
ଭାଷା | ଓଡ଼ିଆ |
ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ସିଦ୍ଧାନ୍ତ ମହାପାତ୍ର, ଅନୁ ଚୌଧୁରୀ, ଅନୁଭବ ମହାନ୍ତି ଏବଂ ବର୍ଷା ପ୍ରିୟଦର୍ଶିନୀ ।[୨] ମିହିର ଦାସ, ଅପରାଜିତା ମହାନ୍ତି, ସୁରେଶ ବଳ, ଦେବୁ ବୋଷ, ହରିହର ମହାପାତ୍ର, ଜୟୀରାମ ସାମଲ, ବ୍ରଜ ସିଂହ, ଜର୍ଜ ତିଆଡ଼ି ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।
ଅଭିନୟ
ସମ୍ପାଦନାକାହାଣୀ
ସମ୍ପାଦନାଗୀତ ଏବଂ ସଙ୍ଗୀତ
ସମ୍ପାଦନାଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ କୃଷ୍ଣ ସାହୁ । ଶୀର୍ଷାନନ୍ଦ ଦାସ କାନୁନ୍ଗୋ, ପଞ୍ଚାନନ ନାୟକ, ନିଜାମ ଆଦି ଗୀତିକାରମାନେ ଏହି କଥାଚିତ୍ରଟିର ଗୀତ ରଚନା କରିଥିଲେ । କୁମାର ବାପି, ତପୁ ମିଶ୍ର, ଉଦିତ ନାରାୟଣ, ଶୈଳଭାମା ମହାପାତ୍ର, ସୁରେଶ ୱାଡ଼େକର ଆଦି କଣ୍ଠଶିଳ୍ପୀମାନେ ଏହି କଥାଚିତ୍ରଟିରେ କଣ୍ଠଦାନ କରିଥିଲେ ।
ଗୀତ
ସମ୍ପାଦନାକ୍ରମ | ଗୀତ | ସମୟ |
---|---|---|
1. | "ସିନ୍ଦୂର ଟୋପେ ନ ହେଲା ନାହିଁ" | |
2. | "ଧକ ଧକ ଛାତି ହୁଏ" | |
3. | "ଭାଗ୍ୟ ତ ଲେଖିଛି କପାଳ ଲିଖନ" | |
4. | "ଆସିବ ଆସିବ ସୁନା" |
ଆଧାର
ସମ୍ପାଦନା- ↑ "କାଲି ପରଦାକୁ 'କୁଇନ୍' ରୂପରେ ଆସିବେ ବର୍ଷା ପ୍ରିୟଦର୍ଶିନୀ | Sambad". ସମ୍ବାଦ. sambad.in. 14 January 2020. Retrieved 19 January 2020.
- ↑ ୨.୦ ୨.୧ "ଅନୁଭବଙ୍କୁ ନୁହେଁ, ସିଦ୍ଧାନ୍ତଙ୍କୁ ଭଲ ପାଉଥିଲେ ବର୍ଷା ପ୍ରିୟଦର୍ଶନୀ! ଜାଣନ୍ତୁ କାହିଁକି ?". ସମ୍ବାଦ. 2 May 2017. Retrieved 16 March 2018.[permanent dead link]
- ↑ "୫୭ ବର୍ଷରେ ପାଦ ଥାପିଲେ ସିଦ୍ଧାନ୍ତ, ଅଭିନେତାରୁ ନେତା ସାଜି ଆଜିବି ଦର୍ଶକଙ୍କ ହୃଦୟରେ କରୁଛନ୍ତି ରାଜ୍". Prameya News7 (in ଆମେରିକୀୟ ଇଂରାଜୀ). 4 May 2023. Archived from the original on 29 August 2023. Retrieved 29 August 2023.
- ↑ "ଆଇଟମ୍ ନମ୍ବରରେ ବଲିଉଡଠାରୁ ଓଲିଉଡ ପଛରେ". OdishaLIVE. 7 May 2018. Retrieved 27 August 2018.
- ↑ "ଏ ବର୍ଷ ଗୋଟିଏ ସିନେମାରେ ବର୍ଷା ପ୍ରିୟଦର୍ଶିନୀ | Sambad". Sambad. 15 October 2017. Archived from the original on 31 August 2018. Retrieved 2 September 2018.
- ↑ "'ମଥୁରା ବିଜୟ'ରୁ ଆରମ୍ଭ 'ଅଜାତି'ରେ ଶେଷ, ଏମିତି ଥିଲା ଭେଟେରାନ ଅଭିନେତାଙ୍କ ଅଭିନୟ ଯାତ୍ରା". Prameya News7 (in ଆମେରିକୀୟ ଇଂରାଜୀ). 11 January 2022. Archived from the original on 5 July 2023. Retrieved 29 August 2023.
ବାହାର ଆଧାର
ସମ୍ପାଦନା- ଇଣ୍ଟରନେଟ ମୁଭି ଡାଟାବେସରେ ଟୋପାଏ ସିନ୍ଦୂର ଦି ଟୋପା ଲୁହ