ଡମ୍ବରୁଧର ସେଠୀ

ଓଡ଼ିଆ ରାଜନୀତିଜ୍ଞ

ଡମ୍ବରୁଧର ସେଠୀ (ଜନ୍ମ: ୧୪ ଅଗଷ୍ଟ ୧୯୫୨) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୮୫ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଜଗନ୍ନାଥପ୍ରସାଦ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୯ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଡମ୍ବରୁଧର ସେଠୀ
ବିଧାୟକ: ୯ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୮୫ – ୧୯୯୦
ନିର୍ବାଚନ ମଣ୍ଡଳୀଜଗନ୍ନାଥପ୍ରସାଦ
ବ୍ୟକ୍ତିଗତ ସବିଶେଷ
ଜନ୍ମ (1952-08-14) ୧୪ ଅଗଷ୍ଟ ୧୯୫୨ (ବୟସ ୭୧)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀପ୍ରମିଳା କୁମାରୀ ସେଠୀ
ବାପା/ବୋଉଦଣ୍ଡପାଣି ସେଠୀ (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ପରିବାର ଓ ଶିକ୍ଷା ସମ୍ପାଦନା

ଡମ୍ବରୁଧର ସେଠୀ ୧୯୫୨ ମସିହାର ଅଗଷ୍ଟ ୧୪ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଦଣ୍ଡପାଣି ସେଠୀ ଓ ପତ୍ନୀଙ୍କ ନାମ ପ୍ରମିଳା କୁମାରୀ ସେଠୀ ।[୧]

ରାଜନୈତିକ ଜୀବନ ସମ୍ପାଦନା

ଡମ୍ବରୁଧର ସେଠୀ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]

ଆଧାର ସମ୍ପାଦନା

  1. ୧.୦ ୧.୧ "Shri Dambaru Dhar Sethi". odishaassembly.nic.in. Odisha Assembly. Retrieved 2 September 2022.