ଡମ୍ବରୁ ମାଝି
ଓଡ଼ିଆ ରାଜନୀତିଜ୍ଞ
ଡମ୍ବରୁ ମାଝି (ଜନ୍ମ: ୧ ଜୁଲାଇ ୧୯୪୦) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ପାଞ୍ଚ ଥର କାର୍ଯ୍ୟ କରିଛନ୍ତି । ୧୯୬୭, ୧୯୭୧, ୧୯୭୭, ୧୯୮୦ ଓ ୧୯୮୫ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ କୋଡ଼ିଙ୍ଗା ଓ ଡାବୁଗାଁ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୪ର୍ଥ, ୫ମ, ୭ମ, ୮ମ ଓ ୯ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଡମ୍ବରୁ ମାଝି | |
---|---|
ବିଧାୟକ: ୯ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୮୫ – ୧୯୯୦ | |
ପୂର୍ବ ଅଧିକାରୀ | ଫୁଲମଣି ଶାନ୍ତା |
ପର ଅଧିକାରୀ | ଯାଦବ ମାଝି |
ନିର୍ବାଚନ ମଣ୍ଡଳୀ | ଡାବୁଗାଁ |
ବିଧାୟକ: ୭ମ, ୮ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୭୭ – ୧୯୮୫ | |
ନିର୍ବାଚନ ମଣ୍ଡଳୀ | କୋଡ଼ିଙ୍ଗା |
ବିଧାୟକ: ୪ର୍ଥ, ୫ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୬୭ – ୧୯୭୩ | |
ପୂର୍ବ ଅଧିକାରୀ | ଜଗନ୍ନାଥ ତ୍ରିପାଠୀ |
ପର ଅଧିକାରୀ | ଶ୍ୟାମଘନ ମାଝି |
ନିର୍ବାଚନ ମଣ୍ଡଳୀ | ଡାବୁଗାଁ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧ ଜୁଲାଇ ୧୯୪୦ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ଅନ୍ୟାନ୍ୟ ରାଜନୀତିକ ସମ୍ବନ୍ଧ | ସ୍ୱତନ୍ତ୍ର ପାର୍ଟି, କଂଗ୍ରେସ (ଇ) |
ଜୀବନ ସାଥୀ | ଗୌରୀମଣି ମାଝି |
ସନ୍ତାନ | ୫ |
ବାପା/ବୋଉ | ଖଗପତି ମାଝି (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଜନ୍ମ, ପରିବାର ଓ ଶିକ୍ଷା
ସମ୍ପାଦନାଡମ୍ବରୁ ମାଝି ୧୯୪୦ ମସିହାର ଜୁଲାଇ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଖଗପତି ମାଝି ଓ ପତ୍ନୀଙ୍କ ନାମ ଗୌରୀମଣି ମାଝି ।[୧]
ରାଜନୈତିକ ଜୀବନ
ସମ୍ପାଦନାଡମ୍ବରୁ ମାଝି ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ପାଞ୍ଚ ଥର କାର୍ଯ୍ୟ କରିଛନ୍ତି । ସେ ବିଭିନ୍ନ ସମୟରେ ଓଡ଼ିଶା ବିଧାନ ସଭାରେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।[୧]
ବିଧାନ ସଭା ସଭ୍ୟ ବିବରଣୀ
ସମ୍ପାଦନାଆରମ୍ଭ | ଶେଷ | ପଦବୀ | ନିର୍ବାଚନ ମଣ୍ଡଳୀ | ଦଳ |
---|---|---|---|---|
୧୯୬୭ | ୧୯୭୧ | ସଭ୍ୟ, ୪ର୍ଥ ଓଡ଼ିଶା ବିଧାନ ସଭା | ଡାବୁଗାଁ | ସ୍ୱତନ୍ତ୍ର ପାର୍ଟି |
୧୯୭୧ | ୧୯୭୪ | ସଭ୍ୟ, ୫ମ ଓଡ଼ିଶା ବିଧାନ ସଭା | ଡାବୁଗାଁ | ସ୍ୱତନ୍ତ୍ର ପାର୍ଟି |
୧୯୭୭ | ୧୯୮୦ | ସଭ୍ୟ, ୭ମ ଓଡ଼ିଶା ବିଧାନ ସଭା | କୋଡ଼ିଙ୍ଗା | ଭାରତୀୟ ଜାତୀୟ କଂଗ୍ରେସ |
୧୯୮୦ | ୧୯୮୫ | ସଭ୍ୟ, ୮ମ ଓଡ଼ିଶା ବିଧାନ ସଭା | କୋଡ଼ିଙ୍ଗା | କଂଗ୍ରେସ (ଇ) |
୧୯୮୫ | ୧୯୯୦ | ସଭ୍ୟ, ୯ମ ଓଡ଼ିଶା ବିଧାନ ସଭା | ଡାବୁଗାଁ | ଭାରତୀୟ ଜାତୀୟ କଂଗ୍ରେସ |
ଆଧାର
ସମ୍ପାଦନା- ↑ ୧.୦ ୧.୧ "Shri Damburu Majhi". odishaassembly.nic.in. Odisha Assembly. Retrieved 10 April 2022.