ଡହରା ଟୋକା

୨୦୨୦ ଓଡ଼ିଆ କଥାଚିତ୍ର

ଡହରା ଟୋକା ୨୦୨୦ ମସିହାରେ ଦୂରଦର୍ଶନରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର ।[୧] ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ପ୍ରଦ୍ୟୁମ୍ନ ଲେଙ୍କା । ଦେବୁ ପଟ୍ଟନାୟକ ଓ ଶ୍ରୀତମ ଦାସ ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ।[୨]

ଡହରା ଟୋକା
ନିର୍ଦ୍ଦେଶକଦେବୁ ପଟ୍ଟନାୟକ
ଶ୍ରୀତମ ଦାସ
ପ୍ରଯୋଜକପ୍ରଦ୍ୟୁମ୍ନ ଲେଙ୍କା
କଳାକାରଲିପ୍ସା ଦାସ
ବବି ମିଶ୍ର
ସଙ୍ଗୀତମହମ୍ମଦ ମୁସୀର
ଚିତ୍ରଗ୍ରହଣନିରଞ୍ଜନ ଦାସ
ମୁକ୍ତିଲାଭ ତାରିଖ
୯ ଫେବୃଆରୀ ୨୦୨୦
ଦେଶ ଭାରତ
ଭାଷାଓଡ଼ିଆ

ଲିପ୍ସା ମିଶ୍ର, ବବି ମିଶ୍ର, ପ୍ରିୟଙ୍କା ପଟ୍ଟନାୟକ, ପ୍ରଦ୍ୟୁମ୍ନ ଲେଙ୍କା ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।

ଅଭିନୟ ସମ୍ପାଦନା

କାହାଣୀ ସମ୍ପାଦନା

ଗୀତ ଏବଂ ସଙ୍ଗୀତ ସମ୍ପାଦନା

ଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ମହମ୍ମଦ ମୁସୀର

ଗୀତ ସମ୍ପାଦନା

କ୍ରମଗୀତସମୟ

ଆଧାର ସମ୍ପାଦନା

  1. "ରୁପେଲି ପରଦା: ୧୦୦ କୋଟିର ସିନେ କାରବାର ଠପ୍‌ | Sambad". ସମ୍ବାଦ. sambad.in. 19 December 2020. Archived from the original on 20 January 2021. Retrieved 9 January 2022.
  2. "List of Odia Films released in 2020OdiaLive". Odia Live (in English). 13 March 2020. Archived from the original on 7 January 2022. Retrieved 7 January 2022.{{cite news}}: CS1 maint: unrecognized language (link)

ବାହାର ଆଧାର ସମ୍ପାଦନା