ଡୁଗୁନି କହଁର

ଓଡ଼ିଆ ରାଜନୀତିଜ୍ଞ

ଡୁଗୁନି କହଁର ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୨୦୧୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଫୁଲବାଣୀ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଡୁଗୁନି କହଁର
ବିଧାୟକ: ୧୫ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୧୪ – ୨୦୧୯
ପୂର୍ବ ଅଧିକାରୀଅଙ୍ଗଦ କହଁର
ପର ଅଧିକାରୀଦେବେନ୍ଦ୍ର କହଁର
ନିର୍ବାଚନ ମଣ୍ଡଳୀଫୁଲବାଣୀ
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ବୃତ୍ତିରାଜନୀତିଜ୍ଞ

ରାଜନୈତିକ ଜୀବନ ସମ୍ପାଦନା

ଡୁଗୁନି ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୨][୧]

୨୦୧୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଫୁଲବାଣୀ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ବିଜୁ ଜନତା ଦଳର ପ୍ରାର୍ଥୀ ଭାବରେ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ବିଜୟୀ ହୋଇ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୩] ୨୦୧୯ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ କିନ୍ତୁ ତାଙ୍କୁ ବିଜେଡି ତରଫରୁ ନିର୍ବାଚନ ଲଢ଼ିବାକୁ ଟିକେଟ୍ ମିଳିନଥିଲା ।[୪]

ଆଧାର ସମ୍ପାଦନା

  1. ୧.୦ ୧.୧ "Shri Duguni Kanhar". odishaassembly.nic.in. Odisha Assembly. Retrieved 16 April 2021.
  2. "Kandhamal (Odisha) Lok Sabha Election Results 2019: Winner, Runner-Up, Live Counting on Election Commission of India ECI at eciresults.nic.in". The Indian Express (in ଇଂରାଜୀ). Retrieved 17 April 2021.
  3. "Phulbani (ST) Election Result 2019: Phulbani (ST) Assembly Election 2019 Results | Phulbani (ST) Vidhan Sabha MLA Result". Business Standard. Retrieved 17 April 2021.
  4. Bhuyan, Sunil (25 March 2019). "ଦ୍ୱିତୀୟ ପର୍ଯ୍ୟାୟର ବଳକା ୨ଟି ଆସନ ପାଇଁ ବିଜେଡିର ପ୍ରାର୍ଥୀ ଘୋଷଣା". Kanak News (in ଓଡ଼ିଆ). kanaknews.com. Archived from the original on 26 September 2020. Retrieved 17 April 2021.{{cite news}}: CS1 maint: unrecognized language (link)