ଡୁଗୁନି କହଁର
ଓଡ଼ିଆ ରାଜନୀତିଜ୍ଞ
ଏହି ପ୍ରସଙ୍ଗଟି ଅସମ୍ପୂର୍ଣ୍ଣ ଅଟେ । ଆପଣ ଏହାକୁ ସଂପୂର୍ଣ୍ଣ କରି ଉଇକିପିଡ଼ିଆକୁ ସମୃଦ୍ଧ କରିପାରିବେ । |
ଡୁଗୁନି କହଁର ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୨୦୧୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଫୁଲବାଣୀ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଡୁଗୁନି କହଁର | |
---|---|
ବିଧାୟକ: ୧୫ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୧୪ – ୨୦୧୯ | |
ପୂର୍ବ ଅଧିକାରୀ | ଅଙ୍ଗଦ କହଁର |
ପର ଅଧିକାରୀ | ଦେବେନ୍ଦ୍ର କହଁର |
ନିର୍ବାଚନ ମଣ୍ଡଳୀ | ଫୁଲବାଣୀ |
ବ୍ୟକ୍ତିଗତ ସବିଶେଷ | |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ବିଜୁ ଜନତା ଦଳ |
ବୃତ୍ତି | ରାଜନୀତିଜ୍ଞ |
ରାଜନୈତିକ ଜୀବନ
ସମ୍ପାଦନାଡୁଗୁନି ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୨][୧]
୨୦୧୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଫୁଲବାଣୀ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ବିଜୁ ଜନତା ଦଳର ପ୍ରାର୍ଥୀ ଭାବରେ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ବିଜୟୀ ହୋଇ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୩] ୨୦୧୯ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ କିନ୍ତୁ ତାଙ୍କୁ ବିଜେଡି ତରଫରୁ ନିର୍ବାଚନ ଲଢ଼ିବାକୁ ଟିକେଟ୍ ମିଳିନଥିଲା ।[୪]
ଆଧାର
ସମ୍ପାଦନା- ↑ ୧.୦ ୧.୧ "Shri Duguni Kanhar". odishaassembly.nic.in. Odisha Assembly. Retrieved 16 April 2021.
- ↑ "Kandhamal (Odisha) Lok Sabha Election Results 2019: Winner, Runner-Up, Live Counting on Election Commission of India ECI at eciresults.nic.in". The Indian Express (in ଇଂରାଜୀ). Retrieved 17 April 2021.
- ↑ "Phulbani (ST) Election Result 2019: Phulbani (ST) Assembly Election 2019 Results | Phulbani (ST) Vidhan Sabha MLA Result". Business Standard. Retrieved 17 April 2021.
- ↑ Bhuyan, Sunil (25 March 2019). "ଦ୍ୱିତୀୟ ପର୍ଯ୍ୟାୟର ବଳକା ୨ଟି ଆସନ ପାଇଁ ବିଜେଡିର ପ୍ରାର୍ଥୀ ଘୋଷଣା". Kanak News (in ଓଡ଼ିଆ). kanaknews.com. Archived from the original on 26 September 2020. Retrieved 17 April 2021.
{{cite news}}
: CS1 maint: unrecognized language (link)