ତାରା ପ୍ରସାଦ ବାହିନିପତି
ଓଡ଼ିଆ ରାଜନୀତିଜ୍ଞ
ତାରା ପ୍ରସାଦ ବାହିନିପତି (ଜନ୍ମ: ୩୦ ଡିସେମ୍ବର ୧୯୫୬) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଏବେ କାର୍ଯ୍ୟ କରୁଛନ୍ତି । ୨୦୦୦, ୨୦୦୪, ୨୦୧୪ ଓ ୨୦୧୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ କୋରାପୁଟ ଓ ଜୟପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୨ଶ, ୧୩ଶ, ୧୫ଶ ଓ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ତାରା ପ୍ରସାଦ ବାହିନିପତି | |
---|---|
ବିଧାୟକ: ୧୫ଶ, ୧୬ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୧୪ – ଏବେଯାଏଁ | |
ପୂର୍ବ ଅଧିକାରୀ | ରବିନାରାୟଣ ନନ୍ଦ |
ନିର୍ବାଚନ ମଣ୍ଡଳୀ | ଜୟପୁର |
ବିଧାୟକ: ୧୨ଶ, ୧୩ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୦୦ – ୨୦୦୯ | |
ପୂର୍ବ ଅଧିକାରୀ | ଗୁପ୍ତ ପ୍ରସାଦ ଦାସ |
ପର ଅଧିକାରୀ | ରଘୁରାମ ପଦାଳ |
ନିର୍ବାଚନ ମଣ୍ଡଳୀ | କୋରାପୁଟ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୩୦ ଡିସେମ୍ବର ୧୯୫୬ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ଅନ୍ୟାନ୍ୟ ରାଜନୀତିକ ସମ୍ବନ୍ଧ | ଭାରତୀୟ ଜନତା ପାର୍ଟି |
ଜୀବନ ସାଥୀ | ମିନାକ୍ଷୀ ବାହିନିପତି |
ସନ୍ତାନ | ୨ |
ବାପା/ବୋଉ | ଅନନ୍ତରାମ ବାହିନିପତି (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଜନ୍ମ, ପରିବାର ଓ ଶିକ୍ଷା
ସମ୍ପାଦନାତାରା ପ୍ରସାଦ ବାହିନିପତି ୧୯୫୬ ମସିହାର ଡିସେମ୍ବର ୩୦ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଅନନ୍ତରାମ ବାହିନିପତି ଓ ପତ୍ନୀଙ୍କ ନାମ ମିନାକ୍ଷୀ ବାହିନିପତି ।[୧]
ରାଜନୈତିକ ଜୀବନ
ସମ୍ପାଦନାତାରା ପ୍ରସାଦ ବାହିନିପତି ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଏବେ କାର୍ଯ୍ୟ କରୁଛନ୍ତି ।[୧]
ବିଧାନ ସଭା ସଭ୍ୟ ବିବରଣୀ
ସମ୍ପାଦନାଆରମ୍ଭ | ଶେଷ | ପଦବୀ | ନିର୍ବାଚନ ମଣ୍ଡଳୀ | ଦଳ |
---|---|---|---|---|
୨୦୦୦ | ୨୦୦୪ | ସଭ୍ୟ, ୧୨ଶ ଓଡ଼ିଶା ବିଧାନ ସଭା | କୋରାପୁଟ | ଭାରତୀୟ ଜାତୀୟ କଂଗ୍ରେସ |
୨୦୦୪ | ୨୦୦୯ | ସଭ୍ୟ, ୧୩ଶ ଓଡ଼ିଶା ବିଧାନ ସଭା | କୋରାପୁଟ | ଭାରତୀୟ ଜାତୀୟ କଂଗ୍ରେସ |
୨୦୧୪ | ୨୦୧୯ | ସଭ୍ୟ, ୧୫ଶ ଓଡ଼ିଶା ବିଧାନ ସଭା | ଜୟପୁର | ଭାରତୀୟ ଜାତୀୟ କଂଗ୍ରେସ |
୨୦୧୯ | ଏବେଯାଏଁ | ସଭ୍ୟ, ୧୬ଶ ଓଡ଼ିଶା ବିଧାନ ସଭା | ଜୟପୁର | ଭାରତୀୟ ଜାତୀୟ କଂଗ୍ରେସ |
ଆଧାର
ସମ୍ପାଦନା- ↑ ୧.୦ ୧.୧ "Shri Tara Prasad Bahinipati". odishaassembly.nic.in. Odisha Assembly. Retrieved 16 March 2022.
ବାହାର ଆଧାର
ସମ୍ପାଦନା- ଉଇକିମିଡ଼ିଆ କମନ୍ସରେ Tara Prasad Bahinipati-ସମ୍ପର୍କିତ ମିଡ଼ିଆ