ତୀର୍ଥବାସୀ ପ୍ରଧାନ
ଓଡ଼ିଆ ରାଜନୀତିଜ୍ଞ
ତୀର୍ଥବାସୀ ପ୍ରଧାନ (ମୃତ୍ୟୁ: ୨୧ ଜୁଲାଇ ୧୯୭୦) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ଭାରତ ସ୍ୱାଧୀନ ହେବା ପରେ ୧୯୫୨ ମସିହାରେ ହୋଇଥିବା ପ୍ରଥମ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବରଗଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ତୀର୍ଥବାସୀ ପ୍ରଧାନ | |
---|---|
ବିଧାୟକ: ୧ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୫୨ – ୧୯୫୭ | |
ପର ଅଧିକାରୀ | ନିକୁଞ୍ଜ ବିହାରୀ ସିଂହ, ମହାନନ୍ଦ ବାହାଦୁର |
ନିର୍ବାଚନ ମଣ୍ଡଳୀ | ବରଗଡ଼ |
ବ୍ୟକ୍ତିଗତ ସବିଶେଷ | |
ମୃତ୍ୟୁ | ୨୧ ଜୁଲାଇ ୧୯୭୦ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ଜୀବନ ସାଥୀ | ଲକ୍ଷ୍ମୀ ପ୍ରଧାନ |
ବାପା/ବୋଉ | ଶଶି ପ୍ରଧାନ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଜନ୍ମ, ପରିବା ଓ ଶିକ୍ଷା
ସମ୍ପାଦନାତୀର୍ଥବାସୀ ପ୍ରଧାନଙ୍କ ବାପାଙ୍କ ନାମ ଶଶି ପ୍ରଧାନ ଏବଂ ପତ୍ନୀଙ୍କ ନାମ ଲକ୍ଷ୍ମୀ ପ୍ରଧାନ।[୧]
ରାଜନୈତିକ ଜୀବନ
ସମ୍ପାଦନାତୀର୍ଥବାସୀ ପ୍ରଧାନ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୫୨ ମସିହାରୁ ୧୯୫୬ ମସିହା ପର୍ଯ୍ୟନ୍ତ ସେ ୧ମ ଓଡ଼ିଶା ବିଧାନ ସଭାରେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।[୧]
ମୃତ୍ୟୁ
ସମ୍ପାଦନାତୀର୍ଥବାସୀ ପ୍ରଧାନ ୧୯୭୦ ମସିହାର ଜୁଲାଇ ୨୧ ତାରିଖରେ ମୃତ୍ୟୁବରଣ କରିଥିଲେ । ୧୪ ସେପ୍ଟେମ୍ବର ୧୯୭୦ରେ ବିଧାନ ସଭା ଗୃହରେ ତାଙ୍କ ପାଇଁ ଶୋକ ପାଳନ କରାଯାଇଥିଲା ।[୧]
ଆଧାର
ସମ୍ପାଦନା- ↑ ୧.୦ ୧.୧ ୧.୨ "Shri Tirthabasi Pradhan". odishaassembly.nic.in. Odisha Assembly. Retrieved 23 October 2021.