ତ୍ରିନାଥ ଗମାଙ୍ଗ

ଓଡ଼ିଆ ରାଜନୀତିଜ୍ଞ

ତ୍ରିନାଥ ଗମାଙ୍ଗ ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୨୦୧୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଗୁଣୁପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ତ୍ରିନାଥ ଗମାଙ୍ଗ
ବିଧାୟକ: ୧୫ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୧୪ – ୨୦୧୯
ପୂର୍ବ ଅଧିକାରୀରାମମୂର୍ତ୍ତି ମୁତିକା
ପର ଅଧିକାରୀରଘୁନାଥ ଗମାଙ୍ଗ
ନିର୍ବାଚନ ମଣ୍ଡଳୀଗୁଣୁପୁର
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ବୃତ୍ତିରାଜନୀତିଜ୍ଞ

ରାଜନୈତିକ ଜୀବନ ସମ୍ପାଦନା

ତ୍ରିନାଥ ଗମାଙ୍ଗ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]

ଆଧାର ସମ୍ପାଦନା

  1. ୧.୦ ୧.୧ "Shri Trinath Gomango". odishaassembly.nic.in. Odisha Assembly. Retrieved 4 November 2021.