ତ୍ରିନାଥ ବେହେରା
ଓଡ଼ିଆ ରାଜନୀତିଜ୍ଞ
ତ୍ରିନାଥ ବେହେରା (ଜନ୍ମ: ୩ ଜୁଲାଇ ୧୯୪୭) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୨୦୦୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଗୋପାଳପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ତ୍ରିନାଥ ବେହେରା | |
---|---|
ବିଧାୟକ: ୧୩ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୦୪ – ୨୦୦୯ | |
ପୂର୍ବ ଅଧିକାରୀ | ରାମଚନ୍ଦ୍ର ସେଠୀ |
ପର ଅଧିକାରୀ | ପ୍ରଦୀପ କୁମାର ପାଣିଗ୍ରାହୀ |
ନିର୍ବାଚନ ମଣ୍ଡଳୀ | ଗୋପାଳପୁର |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୩ ଜୁଲାଇ ୧୯୪୭ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ଜୀବନ ସାଥୀ | ଶଶିମଣି ବେହେରା |
ବାପା/ବୋଉ | ଡମ୍ବରୁଧର ବେହେରା (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଜନ୍ମ ପରିବାର ଓ ଶିକ୍ଷା
ସମ୍ପାଦନାତ୍ରିନାଥ ୧୯୪୭ ମସିହାର ଜୁଲାଇ ୩ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଡମ୍ବରୁଧର ବେହେରା ଓ ପତ୍ନୀଙ୍କ ନାମ ଶଶିମଣି ବେହେରା ।[୧]
ରାଜନୈତିକ ଜୀବନ
ସମ୍ପାଦନାତ୍ରିନାଥ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର ରାଜନେତା ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]
ଆଧାର
ସମ୍ପାଦନା- ↑ ୧.୦ ୧.୧ "Shri Trinath Behera". odishaassembly.nic.in. Odisha Assembly. Retrieved 31 December 2020.