ତ୍ରିନାଥ ସାହୁ

ଓଡ଼ିଆ ରାଜନୀତିଜ୍ଞ

ତ୍ରିନାଥ ସାହୁ (୧ ସେପ୍ଟେମ୍ବର ୧୯୪୧ - ୧୮ ସେପ୍ଟେମ୍ବର ୨୦୦୯) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଚାରି ଥର କାର୍ଯ୍ୟ କରିଥିଲେ । ୧୯୮୫, ୧୯୯୫, ୨୦୦୦ ଓ ୨୦୦୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ପାରଳାଖେମୁଣ୍ଡି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୯ମ, ୧୧ଶ, ୧୨ଶ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ତ୍ରିନାଥ ସାହୁ
ବିଧାୟକ: ୧୧ଶ, ୧୨ଶ, ୧୩ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୯୫ – ୨୦୦୯
ପୂର୍ବ ଅଧିକାରୀଦରପୁ ଲଚନା ନାଇଡ଼ୁ
ପର ଅଧିକାରୀକୋଦୁରୁ ନାରାୟଣ ରାଓ
ନିର୍ବାଚନ ମଣ୍ଡଳୀପାରଳାଖେମୁଣ୍ଡି
ବିଧାୟକ: ୯ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୮୫ – ୧୯୯୦
ପୂର୍ବ ଅଧିକାରୀବିଜୟ କୁମାର ଜେନା (ରାଜନେତା)
ପର ଅଧିକାରୀଦରପୁ ଲଚନା ନାଇଡ଼ୁ
ନିର୍ବାଚନ ମଣ୍ଡଳୀପାରଳାଖେମୁଣ୍ଡି
ବ୍ୟକ୍ତିଗତ ସବିଶେଷ
ଜନ୍ମ(1941-09-01)୧ ସେପ୍ଟେମ୍ବର ୧୯୪୧
ମୃତ୍ୟୁ୧୮ ସେପ୍ଟେମ୍ବର ୨୦୦୯(2009-09-18) (ବୟସ ୬୮)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ବାପା/ବୋଉରାଧାକାନ୍ତ ସାହୁ (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ପରିବାର ଓ ଶିକ୍ଷା ସମ୍ପାଦନା

ତ୍ରିନାଥ ସାହୁ ୧୯୪୧ ମସିହାର ସେପ୍ଟେମ୍ବର ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ରାଧାକାନ୍ତ ସାହୁ ।[୧]

ରାଜନୈତିକ ଜୀବନ ସମ୍ପାଦନା

ତ୍ରିନାଥ ସାହୁ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର ଜଣେ କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ଚାରି ଥର କାର୍ଯ୍ୟ କରିଥିଲେ ।[୧]

ବିଧାନ ସଭା ସଭ୍ୟ ବିବରଣୀ ସମ୍ପାଦନା

ଆରମ୍ଭ ଶେଷ ପଦବୀ ନିର୍ବାଚନ ମଣ୍ଡଳୀ ଦଳ
୧୯୮୫ ୧୯୯୦ ସଭ୍ୟ, ୯ମ ଓଡ଼ିଶା ବିଧାନ ସଭା ପାରଳାଖେମୁଣ୍ଡି ଭାରତୀୟ ଜାତୀୟ କଂଗ୍ରେସ
୧୯୯୫ ୨୦୦୦ ସଭ୍ୟ, ୧୧ଶ ଓଡ଼ିଶା ବିଧାନ ସଭା ପାରଳାଖେମୁଣ୍ଡି ସ୍ୱାଧୀନ
୨୦୦୦ ୨୦୦୪ ସଭ୍ୟ, ୧୨ଶ ଓଡ଼ିଶା ବିଧାନ ସଭା ପାରଳାଖେମୁଣ୍ଡି ଭାରତୀୟ ଜାତୀୟ କଂଗ୍ରେସ
୨୦୦୪ ୨୦୦୯ ସଭ୍ୟ, ୧୩ଶ ଓଡ଼ିଶା ବିଧାନ ସଭା ପାରଳାଖେମୁଣ୍ଡି ଭାରତୀୟ ଜାତୀୟ କଂଗ୍ରେସ

ମୃତ୍ୟୁ ସମ୍ପାଦନା

ତ୍ରିନାଥ ସାହୁ ୨୦୦୯ ମସିହାର ସେପ୍ଟେମ୍ବର ୧୮ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୬୮ ବର୍ଷ ବୟସ ହୋଇଥିଲା ।

ଆଧାର ସମ୍ପାଦନା

  1. ୧.୦ ୧.୧ ୧.୨ "Shri Trinath Sahu". odishaassembly.nic.in. Odisha Assembly. Retrieved 25 June 2022.