ତ୍ରିବିକ୍ରମ ମଲ୍ଲିକ

ଓଡ଼ିଆ ରାଜନୀତିଜ୍ଞ

ତ୍ରିବିକ୍ରମ ମଲ୍ଲିକ (୨୦ ଜାନୁଆରୀ ୧୯୪୦ - ୩୦ ଜାନୁଆରୀ ୨୦୦୮) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୭୧ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବିଜେପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୫ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ତ୍ରିବିକ୍ରମ ମଲ୍ଲିକ
ବିଧାୟକ: ୫ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୧ – ୧୯୭୩
ପୂର୍ବ ଅଧିକାରୀମୋହନ ନାଗ
ପର ଅଧିକାରୀଗଣନାଥ ପ୍ରଧାନ
ନିର୍ବାଚନ ମଣ୍ଡଳୀବିଜେପୁର
ବ୍ୟକ୍ତିଗତ ସବିଶେଷ
ଜନ୍ମ(1940-01-20)୨୦ ଜାନୁଆରୀ ୧୯୪୦
ମୃତ୍ୟୁ୩୦ ଜାନୁଆରୀ ୨୦୦୮(2008-01-30) (ବୟସ ୬୮)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀରତ୍ନମଞ୍ଜରୀ ଦେବୀ
ବାପା/ବୋଉଶୁଭ ମଲ୍ଲିକ (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ପରିବାର ଓ ଶିକ୍ଷା ସମ୍ପାଦନା

ତ୍ରିବିକ୍ରମ ମଲ୍ଲିକ ୧୯୪୦ ମସିହାର ଜାନୁଆରୀ ୨୦ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଶୁଭ ମଲ୍ଲିକ ଓ ପତ୍ନୀଙ୍କ ନାମ ରତ୍ନମଞ୍ଜରୀ ଦେବୀ ।[୧]

ରାଜନୈତିକ ଜୀବନ ସମ୍ପାଦନା

ତ୍ରିବିକ୍ରମ ମଲ୍ଲିକ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]

ମୃତ୍ୟୁ ସମ୍ପାଦନା

ତ୍ରିବିକ୍ରମ ମଲ୍ଲିକ ୨୦୦୮ ମସିହାର ଜାନୁଆରୀ ୩୦ ତାରିଖରେ ୬୮ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।[୧]

ଆଧାର ସମ୍ପାଦନା

  1. ୧.୦ ୧.୧ ୧.୨ "Shri Tribikram Mallik". odishaassembly.nic.in. Odisha Assembly. Retrieved 24 July 2021.