ଥୁକୁଲ୍

୨୦୧୨ର ଓଡ଼ିଆ କଥାଚିତ୍ର

ପ୍ରଶାନ୍ତ ନନ୍ଦଙ୍କ ନିର୍ଦ୍ଦେଶନାରେ ନିର୍ମିତ ଓଡ଼ିଆ କଥାଚିତ୍ର ଥୁକୁଲ୍ ୨୦୧୨ ମସିହାରେ ମୁକ୍ତିଲାଭ କରିଥିଲା । [୨]

ଥୁକୁଲ୍
ନିର୍ଦ୍ଦେଶକପ୍ରଶାନ୍ତ ନନ୍ଦ[୧]
ପ୍ରଯୋଜକଅକ୍ଷୟ କୁମାର ପରିଜା
ସଂଳାପପ୍ରଶାନ୍ତ ନନ୍ଦ
ଚିତ୍ରନାଟ୍ୟପ୍ରଶାନ୍ତ ନନ୍ଦ
କାହାଣୀପ୍ରଶାନ୍ତ ନନ୍ଦ
କଳାକାରବାବୁସାନ, ଅର୍ଚ୍ଚିତା ସାହୁ, ପ୍ରକୃତି ମିଶ୍ର, ସମରେଶ ରାଉତରାୟ
ଚିତ୍ରଗ୍ରହଣଅଭିରାମ ମିଶ୍ର
ସମ୍ପାଦକପ୍ରଶାନ୍ତ ନନ୍ଦ
ମୁକ୍ତିଲାଭ ତାରିଖ
୧୨ ଜାନୁଆରୀ ୨୦୧୨
ଦେଶ ଭାରତ
ଭାଷାଓଡ଼ିଆ

ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ବାବୁଶାନ୍ ମହାନ୍ତି ଓ ଅର୍ଚ୍ଚିତା ସାହୁ ।[୩]

ଅଭିନୟରେ ସମ୍ପାଦନା

ଓଡ଼ିଆ କଥାଚିତ୍ର ‘ଥୁକୁଲ୍’ରେ ଅଭିନୟ କରିଥିବା ପ୍ରମୁଖ କଳାକାର ହେଲେ:[୪]

ଗୀତ ଓ ସଙ୍ଗୀତ ସମ୍ପାଦନା

ଟୀକା ସମ୍ପାଦନା

  1. "ଅଭିନୟରେ କ'ଣ ପୂର୍ଣ୍ଣଛେଦ ପକାଇଛନ୍ତି ପ୍ରଶାନ୍ତ ନନ୍ଦ ?". sambad.in. 7 June 2018. Retrieved 10 June 2018.
  2. "orissadiary.com: Odia film Thukul to be released on 12TH January". Archived from the original on 2012-01-16. Retrieved 2012-01-12.
  3. "ଆଜି ରିଲିଜ୍‌: 'ଅଜବ ସଂଜୁର ଗଜବ ଲଭ୍‌'". Sambad (in Odia). Bhuabneswar. 13 January 2019. Archived from the original on 18 January 2019. Retrieved 13 January 2019.{{cite news}}: CS1 maint: unrecognized language (link)
  4. "priceinindia.info:Thukul Odia Film 2012 – Cast & Crew". Archived from the original on 2016-03-07. Retrieved 2012-01-12.
  5. Sahoo, Jyoti Prakash (31 May 2022). "'Premam' To Stream On Disney+ Hotstar Soon". My City Links (in English). Retrieved 3 June 2022.{{cite news}}: CS1 maint: unrecognized language (link)
  6. ୬.୦ ୬.୧ "ଦୁଇଥର ଏକାଠି ଆସିଛନ୍ତି ଏହି ଦୁଇ ଓଲିଉଡ଼୍‍ ନାୟିକା". sambad.in. ୧ April 2018. Retrieved 2 April 2018. {{cite news}}: Check date values in: |date= (help)
  7. "ଓଲିଉଡର ଏହି ରାଷ୍ଟ୍ରୀୟ ପୁରସ୍କାରପ୍ରାପ୍ତ ନାୟିକାଙ୍କୁ ଖୁବ୍‌ ଶୀଘ୍ର ଭେଟିବେ ଏହି ଓଡ଼ିଆ ସିନେମାରେ | Sambad". Sambad (in Odia). ଓଡ଼ିଶା. 17 September 2018. Archived from the original on 18 September 2018. Retrieved 17 September 2018.{{cite news}}: CS1 maint: unrecognized language (link)
  8. "ଏ ବର୍ଷ ଫେରିବେ ଏହି ଓଲିଉଡ ନାୟକ !". sambad.in. 5 March 2018. Retrieved 10 April 2018.
  9. "ଏ ବର୍ଷ ବଡ଼ ପରଦାରେ ଦେଖାଯାଇ ନାହାନ୍ତି ପୁପିନ୍ଦର, ଜାଣନ୍ତୁ କାହିଁକି?". sambad.in. 23 December 2017. Retrieved 10 April 2018.

ବାହାର ଆଧାର ସମ୍ପାଦନା