ଦାଶରଥୀ ବେହେରା
ଓଡ଼ିଆ ରାଜନୀତିଜ୍ଞ
ଦାଶରଥୀ ବେହେରା (ଜନ୍ମ: ୧ ଜୁଲାଇ ୧୯୬୫) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୯୫ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଫୁଲବାଣୀ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଦାଶରଥୀ ବେହେରା | |
---|---|
ବିଧାୟକ: ୧୧ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୯୫ – ୨୦୦୦ | |
ପୂର୍ବ ଅଧିକାରୀ | ପଦ୍ମନାଭ ବେହେରା |
ପର ଅଧିକାରୀ | ବିଷ୍ଣୁପ୍ରିୟା ବେହେରା |
ନିର୍ବାଚନ ମଣ୍ଡଳୀ | ଫୁଲବାଣୀ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧ ଜୁଲାଇ ୧୯୬୫ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ସ୍ୱାଧୀନ |
ବାପା/ବୋଉ | ନକୁଳ ବେହେରା (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଜନ୍ମ, ପରିବାର ଓ ଶିକ୍ଷା
ସମ୍ପାଦନାଦାଶରଥୀ ବେହେରା ୧୯୬୫ ମସିହାର ଜୁଲାଇ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ନକୁଳ ବେହେରା ।[୧]
ରାଜନୈତିକ ଜୀବନ
ସମ୍ପାଦନାଦାଶରଥୀ ଓଡ଼ିଶା ରାଜନୀତିରେ ସ୍ୱାଧୀନ ପ୍ରାର୍ଥୀ ଭାବରେ ଥରେ ନିର୍ବାଚନ ଲଢ଼ି ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]
ଆଧାର
ସମ୍ପାଦନା- ↑ ୧.୦ ୧.୧ "Shri Dasarathi Behera". odishaassembly.nic.in. Odisha Assembly. Retrieved 17 April 2021.