ଦେବରାଜ ମହାନ୍ତି

ଓଡ଼ିଆ ରାଜନୀତିଜ୍ଞ

ଦେବରାଜ ମହାନ୍ତି (ଜନ୍ମ: ୪ ଫେବୃଆରୀ ୧୯୫୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ୩ ଥର କାର୍ଯ୍ୟ କରିଛନ୍ତି । ୨୦୦୦, ୨୦୦୯ ଓ ୨୦୧୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଆସିକା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୨ଶ, ୧୪ଶ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଦେବରାଜ ମହାନ୍ତି
Debaraj Mohanty.jpg
ବିଧାୟକ: ୧୪ଶ, ୧୫ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୯ – ୨୦୧୯
ପୂର୍ବ ଅଧିକାରୀସରୋଜ କୁମାର ପାଢ଼ୀ
ପର ଅଧିକାରୀମଞ୍ଜୁଳା ସ୍ୱାଇଁ
ନିର୍ବାଚନ ମଣ୍ଡଳୀଆସିକା
ବିଧାୟକ: ୧୨ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୦ – ୨୦୦୪
ପୂର୍ବ ଅଧିକାରୀଉଷାରାଣୀ ପଣ୍ଡା
ପର ଅଧିକାରୀସରୋଜ କୁମାର ପାଢ଼ୀ
ନିର୍ବାଚନ ମଣ୍ଡଳୀଆସିକା
ବ୍ୟକ୍ତିଗତ ସବିଶେଷ
ଜନ୍ମ (1953-02-04) ୪ ଫେବୃଆରୀ ୧୯୫୩ (ବୟସ ୭୦)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜନତା ପାର୍ଟି
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
ବିଜୁ ଜନତା ଦଳ
ଜୀବନ ସାଥୀବିନୋଦୀନି ମହାନ୍ତି
ବାପା/ବୋଉସୁବୁଧି ମହାନ୍ତି (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ ପରିବାର ଓ ଶିକ୍ଷାସମ୍ପାଦନ କରନ୍ତୁ

ଦେବରାଜଙ୍କ ବାପା ୧୯୫୩ ମସିହାର ଫେବୃଆରୀ ୪ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ନାମ ସୁବୁଧି ମହାନ୍ତି ଓ ପତ୍ନୀଙ୍କ ନାମ ବିନୋଦୀନି ମହାନ୍ତି ।[୨]

ରାଜନୈତିକ ଜୀବନସମ୍ପାଦନ କରନ୍ତୁ

ଦେବରାଜ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିରେ କାର୍ଯ୍ୟ କରୁଛନ୍ତି । ପୂର୍ବରୁ ସେ ବିଜୁ ଜନତା ଦଳର ରାଜନେତା ଭାବରେ କାର୍ଯ୍ୟ କରୁଥିଲେ ।[୩] ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନିଥର କାର୍ଯ୍ୟ କରିଛନ୍ତି ।[୨]

ବିଧାନ ସଭା ସଭ୍ୟ ବିବରଣୀସମ୍ପାଦନ କରନ୍ତୁ

ଆରମ୍ଭ ଶେଷ ପଦବୀ ନିର୍ବାଚନ ମଣ୍ଡଳୀ ଦଳ
୨୦୦୦ ୨୦୦୪ ସଭ୍ୟ, ୧୨ଶ ଓଡ଼ିଶା ବିଧାନ ସଭା ଆସିକା ବିଜୁ ଜନତା ଦଳ
୨୦୦୯ ୨୦୧୪ ସଭ୍ୟ, ୧୪ଶ ଓଡ଼ିଶା ବିଧାନ ସଭା ଆସିକା ବିଜୁ ଜନତା ଦଳ
୨୦୧୪ ୨୦୧୯ ସଭ୍ୟ, ୧୫ଶ ଓଡ଼ିଶା ବିଧାନ ସଭା ଆସିକା ବିଜୁ ଜନତା ଦଳ

ଆଧାରସମ୍ପାଦନ କରନ୍ତୁ

  1. "Former Aska MLA Debaraj Mohanty quits Congress". KalingaTV. 5 January 2019. Archived from the original on 22 December 2020. Retrieved 22 December 2020.
  2. ୨.୦ ୨.୧ "Shri Debaraj Mohanty". odishaassembly.nic.in. Odisha Assembly. Retrieved 23 December 2020.
  3. "Naveen Patnaik loses 3 MLAs to BJP ahead of polls in Odisha". Deccan Chronicle (in English). Bhubaneswar. 22 March 2019. Archived from the original on 23 June 2022. Retrieved 23 June 2022.{{cite news}}: CS1 maint: unrecognized language (link)