ଦେବାଶିଷ ସାମନ୍ତରାୟ (ରାଜନୀତିଜ୍ଞ)
ଓଡ଼ିଆ ରାଜନୀତିଜ୍ଞ
ଦେବାଶିଷ ସାମନ୍ତରାୟ (ଜନ୍ମ: ୧୧ ଫେବୃଆରୀ ୧୯୬୦) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିର ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ଦେବାଶିଷ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନିଥର କାର୍ଯ୍ୟ କରିଛନ୍ତି । ୨୦୦୦, ୨୦୦୯ ଓ ୨୦୧୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ତିର୍ତ୍ତୋଲ ଓ ବାରବାଟି-କଟକ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୨ଶ, ୧୪ଶ ଓ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଦେବାଶିଷ ସାମନ୍ତରାୟ | |
---|---|
![]() | |
ବିଧାୟକ: ୧୨ଶ ଓଡ଼ିଶା ବିଧାନ ସଭା | |
ଅଫିସରେ ୨୦୦୦ – ୨୦୦୪ | |
ପୂର୍ବ ଅଧିକାରୀ | ବସନ୍ତ କୁମାର ବିଶ୍ୱାଳ |
ପର ଅଧିକାରୀ | ଚିରଞ୍ଜୀବ ବିଶ୍ୱାଳ |
ନିର୍ବାଚନ ମଣ୍ଡଳୀ | ତିର୍ତ୍ତୋଲ |
ବିଧାୟକ: ୧୪ଶ, ୧୫ଶ ଓଡ଼ିଶା ବିଧାନ ସଭା | |
ଅଫିସରେ ୨୦୦୯ – ୨୦୧୯ | |
ପୂର୍ବ ଅଧିକାରୀ | ସମିର ଦେ |
ପର ଅଧିକାରୀ | ମହମ୍ମଦ ମୋକିମ୍ |
ନିର୍ବାଚନ ମଣ୍ଡଳୀ | ବାରବାଟି-କଟକ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧୧ ଫେବୃଆରୀ ୧୯୬୦ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ବିଜୁ ଜନତା ଦଳ |
ଜୀବନ ସାଥୀ | ବିତସ୍ତା ସାମନ୍ତରାୟ |
ବାପା/ମା' | ନିତ୍ୟାନନ୍ଦ ସାମନ୍ତରାୟ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଧର୍ମ | ହିନ୍ଦୁ |
ଜନ୍ମ, ପରିବାର ଓ ଶିକ୍ଷାସମ୍ପାଦନ କରନ୍ତୁ
ଦେବାଶିଷ ସାମନ୍ତରାୟ ୧୯୬୦ ମସିହାର ଫେବୃଆରୀ ମାସ ୧୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ନିତ୍ୟାନନ୍ଦ ସାମନ୍ତରାୟ ଏବଂ ପତ୍ନୀଙ୍କ ନାମ ବିତସ୍ତା ସାମନ୍ତରାୟ ।[୧] ଦେବାଶିଷଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକ ।[୧]
ରାଜନୈତିକ ଜୀବନସମ୍ପାଦନ କରନ୍ତୁ
ଦେବାଶିଷ ସାମନ୍ତରାୟ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନିଥର କାର୍ଯ୍ୟ କରିଛନ୍ତି ।[୧]
ବିଧାନ ସଭା ସଭ୍ୟ ବିବରଣୀସମ୍ପାଦନ କରନ୍ତୁ
ଆରମ୍ଭ | ଶେଷ | ପଦବୀ | ନିର୍ବାଚନ ମଣ୍ଡଳୀ | ଦଳ |
---|---|---|---|---|
୨୦୦୦ | ୨୦୦୪ | ସଭ୍ୟ, ୧୨ଶ ଓଡ଼ିଶା ବିଧାନ ସଭା | ତିର୍ତ୍ତୋଲ | ବିଜୁ ଜନତା ଦଳ |
୨୦୦୯ | ୨୦୧୪ | ସଭ୍ୟ, ୧୪ଶ ଓଡ଼ିଶା ବିଧାନ ସଭା | ବାରବାଟି-କଟକ | ବିଜୁ ଜନତା ଦଳ |
୨୦୧୪ | ୨୦୧୯ | ସଭ୍ୟ, ୧୫ଶ ଓଡ଼ିଶା ବିଧାନ ସଭା | ବାରବାଟି-କଟକ | ବିଜୁ ଜନତା ଦଳ |