ଦେବୀ ପ୍ରସାଦ ମିଶ୍ର

ଓଡ଼ିଆ ରାଜନୀତିଜ୍ଞ

ଦେବୀ ପ୍ରସାଦ ମିଶ୍ର (ଜନ୍ମ: ୨୬ ଜାନୁଆରୀ ୧୯୫୯) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିର ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ଦେବୀ ପ୍ରସାଦ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୧୯୯୫, ୨୦୦୦, ୨୦୦୪, ୨୦୦୯, ୨୦୧୪ ଓ ୨୦୧୯ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ବଡ଼ମ୍ବା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୧ଶ, ୧୨ଶ, ୧୩ଶ, ୧୪ଶ, ୧୫ଶ ଓ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଦେବୀ ପ୍ରସାଦ ମିଶ୍ର
Debiprasad Mishra.jpg
ବିଧାୟକ: ୧୧ଶ, ୧୨ଶ, ୧୩ଶ, ୧୪ଶ, ୧୫ଶ, ୧୬ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୯୫ – ଏବେଯାଏଁ
ପୂର୍ବ ଅଧିକାରୀତ୍ରିଲୋଚନ ମାନସିଂହ ହରିଚନ୍ଦନ
ନିର୍ବାଚନ ମଣ୍ଡଳୀବଡ଼ମ୍ବା
ବ୍ୟକ୍ତିଗତ ସବିଶେଷ
ଜନ୍ମ (1959-01-26) ୨୬ ଜାନୁଆରୀ ୧୯୫୯ (ବୟସ ୬୪)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
ଜନତା ଦଳ
ଜୀବନ ସାଥୀଅନସୂୟା ମିଶ୍ର
ବାପା/ବୋଉରଘୁନାଥ ମିଶ୍ର (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ପରିବାର ଓ ଶିକ୍ଷାସମ୍ପାଦନ କରନ୍ତୁ

ଦେବୀ ପ୍ରସାଦ ମିଶ୍ର ୧୯୫୯ ମସିହାର ଜାନୁଆରୀ ମାସ ୨୬ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ରଘୁନାଥ ମିଶ୍ର ଏବଂ ପତ୍ନୀଙ୍କ ନାମ ଅନସୂୟା ମିଶ୍ର ।[୧] ଦେବୀ ପ୍ରସାଦଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକ ।[୧]

ରାଜନୈତିକ ଜୀବନସମ୍ପାଦନ କରନ୍ତୁ

ଦେବୀ ପ୍ରସାଦ ମିଶ୍ର ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି ଏବଂ ପୂର୍ବରୁ ସେ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି ।[୧]

ବିଧାନ ସଭା ସଭ୍ୟ ବିବରଣୀସମ୍ପାଦନ କରନ୍ତୁ

ଆରମ୍ଭ ଶେଷ ପଦବୀ ନିର୍ବାଚନ ମଣ୍ଡଳୀ ଦଳ
୧୯୯୫ ୨୦୦୦ ସଭ୍ୟ, ୧୧ଶ ଓଡ଼ିଶା ବିଧାନ ସଭା ବଡ଼ମ୍ବା ଜନତା ଦଳ
୨୦୦୦ ୨୦୦୪ ସଭ୍ୟ, ୧୨ଶ ଓଡ଼ିଶା ବିଧାନ ସଭା ବଡ଼ମ୍ବା ବିଜୁ ଜନତା ଦଳ
୨୦୦୪ ୨୦୦୯ ସଭ୍ୟ, ୧୩ଶ ଓଡ଼ିଶା ବିଧାନ ସଭା ବଡ଼ମ୍ବା ବିଜୁ ଜନତା ଦଳ
୨୦୦୯ ୨୦୧୪ ସଭ୍ୟ, ୧୪ଶ ଓଡ଼ିଶା ବିଧାନ ସଭା ବଡ଼ମ୍ବା ବିଜୁ ଜନତା ଦଳ
୨୦୧୪ ୨୦୧୯ ସଭ୍ୟ, ୧୫ଶ ଓଡ଼ିଶା ବିଧାନ ସଭା ବଡ଼ମ୍ବା ବିଜୁ ଜନତା ଦଳ
୨୦୧୯ -- ସଭ୍ୟ, ୧୬ଶ ଓଡ଼ିଶା ବିଧାନ ସଭା ବଡ଼ମ୍ବା ବିଜୁ ଜନତା ଦଳ

ଆଧାରସମ୍ପାଦନ କରନ୍ତୁ

  1. ୧.୦ ୧.୧ ୧.୨ ୧.୩ "Shri Debiprasad Mishra". odishaassembly.nic.in. Odisha Assembly. Retrieved 5 March 2020.