ଦେବେନ୍ଦ୍ର ଶର୍ମା
ଓଡ଼ିଆ ରାଜନୀତିଜ୍ଞ
ଦେବେନ୍ଦ୍ର ଶର୍ମା (ଜନ୍ମ: ୧୮ ମାର୍ଚ୍ଚ ୧୯୫୯) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ଦେବେନ୍ଦ୍ର ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୨୦୧୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଆଳି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଦେବେନ୍ଦ୍ର ଶର୍ମା | |
---|---|
ବିଧାୟକ: ୧୫ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୧୪ – ୨୦୧୯ | |
ପୂର୍ବ ଅଧିକାରୀ | ପ୍ରତାପ କେଶରୀ ଦେବ |
ପର ଅଧିକାରୀ | ପ୍ରତାପ କେଶରୀ ଦେବ |
ନିର୍ବାଚନ ମଣ୍ଡଳୀ | ଆଳି |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧୮ ମାର୍ଚ୍ଚ ୧୯୫୯ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ବୃତ୍ତି | ରାଜନୀତିଜ୍ଞ |
ରାଜନୈତିକ ଜୀବନ
ସମ୍ପାଦନାଦେବେନ୍ଦ୍ର ଶର୍ମା ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]
ଆଧାର
ସମ୍ପାଦନା- ↑ ୧.୦ ୧.୧ "Shri Devendra Sharma". odishaassembly.nic.in. Odisha Assembly. Retrieved 30 March 2020.