ଦୋସ୍ତି
୨୦୧୧ର ଓଡ଼ିଆ କଥାଚିତ୍ର
ଦୋସ୍ତି, ୨୦୧୧ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ବିଜୟ କନ୍ଦୋଇ ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଏବଂ କାହାଣୀ ରଚନା କରିଥିଲେ ।[୧] ଚିନ୍ମୟଦାସ ପଟ୍ଟନାୟକ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ନିର୍ଦ୍ଦେଶକ ଅଶୋକ ପତି ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ । ସଙ୍ଗୀତକାର ମଳୟ ମିଶ୍ର ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ ।
ଦୋସ୍ତି | |
---|---|
ନିର୍ଦ୍ଦେଶକ | ଅଶୋକ ପତି |
ପ୍ରଯୋଜକ | ବିଜୟ କନ୍ଦୋଇ |
ସଂଳାପ | ଚିନ୍ମୟଦାସ ପଟ୍ଟନାୟକ |
କାହାଣୀ | ବିଜୟ କନ୍ଦୋଇ |
କଳାକାର | ବାବୁଶାନ୍ ସବ୍ୟସାଚୀ ମିଶ୍ର ପିଣ୍ଟୁ ନନ୍ଦ ପ୍ରିୟା ଚୌଧୁରୀ ମେଘା ଘୋଷ ହରିହର ମହାପାତ୍ର |
ସଙ୍ଗୀତ | ମଳୟ ମିଶ୍ର |
ମୁକ୍ତିଲାଭ ତାରିଖ | ଅକ୍ଟୋବର ୨୦୧୧ |
ଦେଶ | ଭାରତ |
ଭାଷା | ଓଡ଼ିଆ |
ଅଭିନୟ
ସମ୍ପାଦନାଗୀତ ଓ ସଙ୍ଗୀତ
ସମ୍ପାଦନାଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ମଳୟ ମିଶ୍ର ।
ଆଧାର
ସମ୍ପାଦନା- ↑ "କାଲି ପରଦାକୁ 'କୁଇନ୍' ରୂପରେ ଆସିବେ ବର୍ଷା ପ୍ରିୟଦର୍ଶିନୀ | Sambad". ସମ୍ବାଦ. sambad.in. 14 January 2020. Retrieved 19 January 2020.
- ↑ "ଏହି ସିନେମାରେ ବାବୁସାନ କରିଥିଲେ ଗେଷ୍ଟ୍ ରୋଲ୍". sambad.in. 24 April 2018. Retrieved 6 June 2018.
- ↑ ଓଝା, ଶିବଶଙ୍କର (28 November 2021). "ସାତ ବର୍ଷ ହେଲା ଦେଖା ନଥିଲା: ପୁଣି ବଡ଼ ପରଦାରେ ଜଲଓ୍ୱା ଦେଖାଇବେ ତିନି ଓଲିଉଡ ସୁନ୍ଦରୀ | Sambad". ସମ୍ବାଦ. sambad.in. Archived from the original on 30 May 2022. Retrieved 30 May 2022.
- ↑ "ଏହି ଜଣାଶୁଣା ନାୟକଙ୍କ ସହ ବି ନଜର ଆସିଥିଲେ ପ୍ରିୟା". ସମ୍ବାଦ. ଭୁବନେଶ୍ୱର: sambad.in. 12 August 2022. Archived from the original on 24 October 2022. Retrieved 24 October 2022.
- ↑ "ପାଗଳପ୍ରେମୀ ସବ୍ୟସାଚୀ କ'ଣ ସତରେ ଫସିଗଲେ?". OdishaLIVE (in Odia). ଓଡ଼ିଶା. 29 April 2018. Archived from the original on 12 August 2020. Retrieved 2 September 2018.
{{cite news}}
: CS1 maint: unrecognized language (link) - ↑ "ପହିଲି ପୁଲକ: ମାତ୍ର ଦୁଇ ଧାଡ଼ିର ସଂଳାପ ଅଭିନେତା ସବ୍ୟସାଚୀଙ୍କୁ ନାକେଦମ୍ କରିଦେଇଥିଲା". ସମ୍ବାଦ. sambad.in. 12 October 2022. Archived from the original on 12 October 2022. Retrieved 12 October 2022.
- ↑ "ଏହି ଆଗଧାଡ଼ିର ନିର୍ଦ୍ଦେଶକଙ୍କ ସହ ଥରଟିଏ କାମ କରିଛନ୍ତି ମେଘା". ସମ୍ବାଦ. ଭୁବନେଶ୍ୱର: sambad.in. 8 October 2022. Archived from the original on 12 October 2022. Retrieved 12 October 2022.
ବାହାର ଆଧାର
ସମ୍ପାଦନା- ଇଣ୍ଟରନେଟ ମୁଭି ଡାଟାବେସରେ ଦୋସ୍ତି