ଦୋସ୍ତି
୨୦୧୧ର ଓଡ଼ିଆ କଥାଚିତ୍ର
ଦୋସ୍ତି, ୨୦୧୧ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ବିଜୟ କନ୍ଦୋଇ ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଏବଂ କାହାଣୀ ରଚନା କରିଥିଲେ ।[୧] ଚିନ୍ମୟଦାସ ପଟ୍ଟନାୟକ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ନିର୍ଦ୍ଦେଶକ ଅଶୋକ ପତି ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ । ସଙ୍ଗୀତକାର ମଳୟ ମିଶ୍ର ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ ।
ଦୋସ୍ତି | |
---|---|
ନିର୍ଦ୍ଦେଶକ | ଅଶୋକ ପତି |
ପ୍ରଯୋଜକ | ବିଜୟ କନ୍ଦୋଇ |
ସଂଳାପ | ଚିନ୍ମୟଦାସ ପଟ୍ଟନାୟକ |
କାହାଣୀ | ବିଜୟ କନ୍ଦୋଇ |
କଳାକାର | ବାବୁଶାନ୍ ସବ୍ୟସାଚୀ ମିଶ୍ର ପିଣ୍ଟୁ ନନ୍ଦ ପ୍ରିୟା ଚୌଧୁରୀ ମେଘା ଘୋଷ ହରିହର ମହାପାତ୍ର |
ସଙ୍ଗୀତ | ମଳୟ ମିଶ୍ର |
ମୁକ୍ତିଲାଭ ତାରିଖ | ଅକ୍ଟୋବର ୨୦୧୧ |
ଦେଶ | ଭାରତ |
ଭାଷା | ଓଡ଼ିଆ |
ଅଭିନୟରେସମ୍ପାଦନ କରନ୍ତୁ
ଓଡ଼ିଆଚଳଚ୍ଚିତ୍ର ‘ଦୋସ୍ତି’ରେ ଅଭିନୟ କରିଥିବା ପ୍ରମୁଖ କଳାକାର ହେଲେ:
ଗୀତ ଓ ସଙ୍ଗୀତସମ୍ପାଦନ କରନ୍ତୁ
ଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ମଳୟ ମିଶ୍ର ।
ଆଧାରସମ୍ପାଦନ କରନ୍ତୁ
- ↑ "କାଲି ପରଦାକୁ 'କୁଇନ୍' ରୂପରେ ଆସିବେ ବର୍ଷା ପ୍ରିୟଦର୍ଶିନୀ | Sambad". ସମ୍ବାଦ. sambad.in. 14 January 2020. Retrieved 19 January 2020.
- ↑ "ଏହି ସିନେମାରେ ବାବୁସାନ କରିଥିଲେ ଗେଷ୍ଟ୍ ରୋଲ୍". sambad.in. 24 April 2018. Retrieved 6 June 2018.
- ↑ "ପାଗଳପ୍ରେମୀ ସବ୍ୟସାଚୀ କ'ଣ ସତରେ ଫସିଗଲେ?". OdishaLIVE (in Odia). ଓଡ଼ିଶା. 29 April 2018. Archived from the original on 2 September 2018. Retrieved 2 September 2018.CS1 maint: unrecognized language (link)
ବାହାର ଆଧାରସମ୍ପାଦନ କରନ୍ତୁ
- ଦୋସ୍ତି ଇଣ୍ଟରନେଟ ମୁଭି ଡାଟାବେସରେ