ଦ୍ୱାରକାନାଥ ଦାସ
ଓଡ଼ିଆ ରାଜନୀତିଜ୍ଞ
ଦ୍ୱାରକାନାଥ ଦାସ (ମୃତ୍ୟୁ: ୧୪ ଅପ୍ରେଲ ୧୯୮୫) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ । ସ୍ୱାଧୀନତା ପୂର୍ବରୁ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ପୂର୍ବ ଓ ପଶ୍ଚିମ ଯାଜପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ସ୍ୱାଧୀନତା ପୂର୍ବର ୧ମ ଓଡ଼ିଶା ବିଧାନ ସଭା ଓ ସ୍ୱାଧୀନତା ପୂର୍ବର ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧][୨]
ଦ୍ୱାରକାନାଥ ଦାସ | |
---|---|
ବିଧାୟକ: ସ୍ୱାଧୀନତା ପୂର୍ବର ୨ୟ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୪୬ – ୧୯୫୨ | |
ନିର୍ବାଚନ ମଣ୍ଡଳୀ | ପଶ୍ଚିମ ଯାଜପୁର |
ବିଧାୟକ: ସ୍ୱାଧୀନତା ପୂର୍ବର ୧ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୩୭ – ୧୯୪୬ | |
ନିର୍ବାଚନ ମଣ୍ଡଳୀ | ପୂର୍ବ ଯାଜପୁର |
ବ୍ୟକ୍ତିଗତ ସବିଶେଷ | |
ମୃତ୍ୟୁ | ୧୪ ଅପ୍ରେଲ ୧୯୮୫ |
ନାଗରିକତା | ଭାରତୀୟ |
ଜାତୀୟତା | ବ୍ରିଟିଶ ଭାରତ ଭାରତୀୟ ଅଧିରାଜ୍ୟ ଭାରତୀୟ |
ରାଜନୀତିକ ଦଳ | କଂଗ୍ରେସ |
ବୃତ୍ତି | ରାଜନୀତିଜ୍ଞ |
ରାଜନୈତିକ ଜୀବନ
ସମ୍ପାଦନାଦ୍ୱାରକାନାଥ ଦାସ କଂଗ୍ରେସର ପ୍ରାର୍ଥୀ ଭାବରେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସ୍ୱାଧୀନତା ପୂର୍ବରୁ ଦୁଇଥର କାର୍ଯ୍ୟ କରିଥିଲେ ।[୧]
ମୃତ୍ୟୁ
ସମ୍ପାଦନା୧୯୮୫ ମସିହାର ଅପ୍ରେଲ ୧୪ ତାରିଖରେ ତାଙ୍କର ମୃତ୍ୟୁ ହୋଇଥିଲା ।[୧]
ଆଧାର
ସମ୍ପାଦନା- ↑ ୧.୦ ୧.୧ ୧.୨ "Shri Dwarakanath Das". odishaassembly.nic.in. Odisha Assembly. Retrieved 20 January 2024.
- ↑ ଉଦ୍ଧବ ଚରଣ ନାୟକ (2013). "୨". ଓଡ଼ିଶା ରାଜନୀତିର ଇତିହାସ (୧୯୩୬-୨୦୧୩) (in ଓଡ଼ିଆ). ଭୁବନେଶ୍ୱର: ଆମ ଓଡ଼ିଶା. p. ୪୬. ISBN 978-81-89436-54-4. Retrieved 20 January 2024.
{{cite book}}
: CS1 maint: unrecognized language (link)