ଦ୍ୱାରକାନାଥ ଦାସ

ଓଡ଼ିଆ ରାଜନୀତିଜ୍ଞ

ଦ୍ୱାରକାନାଥ ଦାସ (ମୃତ୍ୟୁ: ୧୪ ଅପ୍ରେଲ ୧୯୮୫) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ । ସ୍ୱାଧୀନତା ପୂର୍ବରୁ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ପୂର୍ବ ଓ ପଶ୍ଚିମ ଯାଜପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ସ୍ୱାଧୀନତା ପୂର୍ବର ୧ମ ଓଡ଼ିଶା ବିଧାନ ସଭାସ୍ୱାଧୀନତା ପୂର୍ବର ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧][୨]

ଦ୍ୱାରକାନାଥ ଦାସ
ବିଧାୟକ: ସ୍ୱାଧୀନତା ପୂର୍ବର ୨ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୪୬ – ୧୯୫୨
ନିର୍ବାଚନ ମଣ୍ଡଳୀପଶ୍ଚିମ ଯାଜପୁର
ବିଧାୟକ: ସ୍ୱାଧୀନତା ପୂର୍ବର ୧ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୩୭ – ୧୯୪୬
ନିର୍ବାଚନ ମଣ୍ଡଳୀପୂର୍ବ ଯାଜପୁର
ବ୍ୟକ୍ତିଗତ ସବିଶେଷ
ମୃତ୍ୟୁ୧୪ ଅପ୍ରେଲ ୧୯୮୫(୧୯୮୫-୦୪-୧୪)
ନାଗରିକତାଭାରତୀୟ
ଜାତୀୟତାବ୍ରିଟିଶ ଭାରତ
ଭାରତୀୟ ଅଧିରାଜ୍ୟ
ଭାରତୀୟ
ରାଜନୀତିକ ଦଳକଂଗ୍ରେସ
ବୃତ୍ତିରାଜନୀତିଜ୍ଞ

ରାଜନୈତିକ ଜୀବନ ସମ୍ପାଦନା

ଦ୍ୱାରକାନାଥ ଦାସ କଂଗ୍ରେସର ପ୍ରାର୍ଥୀ ଭାବରେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସ୍ୱାଧୀନତା ପୂର୍ବରୁ ଦୁଇଥର କାର୍ଯ୍ୟ କରିଥିଲେ ।[୧]

ମୃତ୍ୟୁ ସମ୍ପାଦନା

୧୯୮୫ ମସିହାର ଅପ୍ରେଲ ୧୪ ତାରିଖରେ ତାଙ୍କର ମୃତ୍ୟୁ ହୋଇଥିଲା ।[୧]

ଆଧାର ସମ୍ପାଦନା

  1. ୧.୦ ୧.୧ ୧.୨ "Shri Dwarakanath Das". odishaassembly.nic.in. Odisha Assembly. Retrieved 20 January 2024.
  2. ଉଦ୍ଧବ ଚରଣ ନାୟକ (2013). "୨". ଓଡ଼ିଶା ରାଜନୀତିର ଇତିହାସ (୧୯୩୬-୨୦୧୩) (in ଓଡ଼ିଆ). ଭୁବନେଶ୍ୱର: ଆମ ଓଡ଼ିଶା. p. ୪୬. ISBN 978-81-89436-54-4. Retrieved 20 January 2024.{{cite book}}: CS1 maint: unrecognized language (link)