ଦ୍ୱାରିକାନାଥ କୁସୁମ

ଓଡ଼ିଆ ରାଜନୀତିଜ୍ଞ

ଦ୍ୱାରିକାନାଥ କୁସୁମ ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୫୨ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ସୁନ୍ଦରଗଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଦ୍ୱାରିକାନାଥ କୁସୁମ
ବିଧାୟକ: ୧ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୨ – ୧୯୫୭
ପର ଅଧିକାରୀଉଦିତ ପ୍ରତାପ ଶେଖର ଦେଓ, ଗଙ୍ଗାଧର ପ୍ରଧାନ
ନିର୍ବାଚନ ମଣ୍ଡଳୀସୁନ୍ଦରଗଡ଼
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଗଣତନ୍ତ୍ର ପରିଷଦ
ବୃତ୍ତିରାଜନୀତିଜ୍ଞ

ରାଜନୈତିକ ଜୀବନ ସମ୍ପାଦନା

ଦ୍ୱାରିକାନାଥ କୁସୁମ ଓଡ଼ିଶା ରାଜନୀତିରେ ଗଣତନ୍ତ୍ର ପରିଷଦର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]

ଆଧାର ସମ୍ପାଦନା

  1. ୧.୦ ୧.୧ "Shri Dwarikanath Kusum". odishaassembly.nic.in. Odisha Assembly. Retrieved 29 June 2021.