ଦ୍ୱାରିକାନାଥ କୁସୁମ
ଓଡ଼ିଆ ରାଜନୀତିଜ୍ଞ
ଦ୍ୱାରିକାନାଥ କୁସୁମ ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୫୨ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ସୁନ୍ଦରଗଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଦ୍ୱାରିକାନାଥ କୁସୁମ | |
---|---|
ବିଧାୟକ: ୧ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୫୨ – ୧୯୫୭ | |
ପର ଅଧିକାରୀ | ଉଦିତ ପ୍ରତାପ ଶେଖର ଦେଓ, ଗଙ୍ଗାଧର ପ୍ରଧାନ |
ନିର୍ବାଚନ ମଣ୍ଡଳୀ | ସୁନ୍ଦରଗଡ଼ |
ବ୍ୟକ୍ତିଗତ ସବିଶେଷ | |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଗଣତନ୍ତ୍ର ପରିଷଦ |
ବୃତ୍ତି | ରାଜନୀତିଜ୍ଞ |
ରାଜନୈତିକ ଜୀବନ
ସମ୍ପାଦନାଦ୍ୱାରିକାନାଥ କୁସୁମ ଓଡ଼ିଶା ରାଜନୀତିରେ ଗଣତନ୍ତ୍ର ପରିଷଦର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]
ଆଧାର
ସମ୍ପାଦନା- ↑ ୧.୦ ୧.୧ "Shri Dwarikanath Kusum". odishaassembly.nic.in. Odisha Assembly. Retrieved 29 June 2021.