ସୌରଜଗତରେ ଗ୍ରହମାନେ ସୂର୍ଯ୍ୟଙ୍କୁ କେନ୍ଦ୍ରକରି ଏକ କାଳ୍ପନିକ ଅଣ୍ଡାକୃତି ପଥରେ ଘୁରିବୁଲୁଥାନ୍ତି । ହିନ୍ଦୁ ଜ୍ୟୋତିଷରେ ଏହି କାଳ୍ପନିକ ପଥ ବା ରାଶିଚକ୍ରକୁ(୩୬୦ ଡିଗ୍ରୀ) ୧୨ ଭାଗ କରାଯାଇ ପ୍ରତ୍ୟେକ ଭାଗକୁ (୩୦ ଡିଗ୍ରୀ) ଗୋଟୀଏ ଗୋଟିଏ ରାଶିର କଳ୍ପନା କରାଯାଇଛି । ଧନୁ ହେଉଛି ତନ୍ମଧ୍ୟରୁ ନବମ ରାଶି ।[୧]

ଆଧାର ସମ୍ପାଦନ କରନ୍ତୁ

  1. "Zodiac". Retrieved 30 September 2015.