ଧର୍ମଗଡ଼
ଧର୍ମଗଡ଼ ଓଡ଼ିଶାର କଳାହାଣ୍ଡି ଜିଲ୍ଲାର ଏକ ପଞ୍ଚାୟତ ସମିତି ଅଟେ । ଏହା କଳାହାଣ୍ଡି ଜିଲ୍ଲାର ସଦର ମହକୁମା ଭବାନୀପାଟଣା ଠାରୁ ୨୫ କି.ମି ତଥା ରାଜଧାନୀ ଭୁବନେଶ୍ୱର ଠାରୁ ହାରାହାରି ୫୦୦ କି.ମି ଦୂରତାରେ ଅବସ୍ଥିତ ।
ଧର୍ମଗଡ଼ | |
---|---|
ପଞ୍ଚାୟତ ସମିତି | |
ଦେଶ | ଭାରତ |
ରାଜ୍ୟ | ଓଡ଼ିଶା |
ଜିଲ୍ଲା | କଳାହାଣ୍ଡି ଜିଲ୍ଲା |
ସମୟ ମଣ୍ଡଳ | IST (+୫.୩୦) |
ପିନ କୋଡ଼ | ୭୬୬୦୧୫ |
ଏସଟିଡି କୋଡ଼ | ୦୬୬୭୨ |
ଆଧାରସମ୍ପାଦନ କରନ୍ତୁ
ଏହି ଲେଖାଟି ଓଡ଼ିଶାର ଏକ ସ୍ଥାନ ବାବଦରେ ଅସମ୍ପୂର୍ଣ୍ଣ ଅଟେ । ଆପଣ ଏହାକୁ ସଂପୂର୍ଣ୍ଣ କରି ଉଇକିପିଡ଼ିଆକୁ ସମୃଦ୍ଧ କରିପାରିବେ । |