ନଟବର ପ୍ରଧାନ
ନଟବର ପ୍ରଧାନ (୮ ମଇ ୧୯୨୨ - ୨୧ ସେପ୍ଟେମ୍ବର ୧୯୮୩) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନିଥର କାର୍ଯ୍ୟ କରିଥିଲେ । ୧୯୭୪, ୧୯୭୪ ଓ ୧୯୭୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବୌଦ୍ଧ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୫ମ, ୬ଷ୍ଠ ଓ ୭ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ନଟବର ପ୍ରଧାନ | |
---|---|
ବିଧାୟକ: ୫ମ, ୬ଷ୍ଠ, ୭ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୭୧ – ୧୯୮୦ | |
ପୂର୍ବ ଅଧିକାରୀ | ହିମାଂଶୁ ଶେଖର ପାଢ଼ୀ |
ପର ଅଧିକାରୀ | ହିମାଂଶୁ ଶେଖର ପାଢ଼ୀ |
ନିର୍ବାଚନ ମଣ୍ଡଳୀ | ବୌଦ୍ଧ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୮ ମଇ ୧୯୨୨ |
ମୃତ୍ୟୁ | ୨୧ ସେପ୍ଟେମ୍ବର ୧୯୮୩ | (ବୟସ ୬୧)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଜନତା ପାର୍ଟି |
ଅନ୍ୟାନ୍ୟ ରାଜନୀତିକ ସମ୍ବନ୍ଧ | ସ୍ୱତନ୍ତ୍ର ପାର୍ଟି |
ଜୀବନ ସାଥୀ | ଗିରୀଶ କୁମାରୀ ପ୍ରଧାନ |
ବାପା/ବୋଉ | କେ. ପ୍ରଧାନ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଜନ୍ମ, ପରିବାର ଓ ଶିକ୍ଷା
ସମ୍ପାଦନାନଟବର ପ୍ରଧାନ ୧୯୨୨ ମସିହାର ମଇ ୮ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ କେ. ପ୍ରଧାନ ଓ ପତ୍ନୀଙ୍କ ନାମ ଗିରୀଶ କୁମାରୀ ପ୍ରଧାନ ।[୧]
ରାଜନୈତିକ ଜୀବନ
ସମ୍ପାଦନାନଟବର ପ୍ରଧାନ ଓଡ଼ିଶା ରାଜନୀତିରେ ପ୍ରଥମେ ସ୍ୱତନ୍ତ୍ର ପାର୍ଟିରେ ଏବଂ ପରେ ଜନତା ପାର୍ଟିର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ତିନିଥର କାର୍ଯ୍ୟ କରିଥିଲେ । ୧୯୭୧ ମସିହାରୁ ୧୯୮୦ ମସିହାଯାଏଁ ସେ ଓଡ଼ିଶା ବିଧାନ ସଭାର ଭିନ୍ନ ଭିନ୍ନ ସଭାରେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।[୧]
ବିଧାନ ସଭା ସଭ୍ୟ ବିବରଣୀ
ସମ୍ପାଦନାଆରମ୍ଭ | ଶେଷ | ପଦବୀ | ନିର୍ବାଚନ ମଣ୍ଡଳୀ | ଦଳ |
---|---|---|---|---|
୧୯୭୧ | ୧୯୭୩ | ସଭ୍ୟ, ୫ମ ଓଡ଼ିଶା ବିଧାନ ସଭା | ବୌଦ୍ଧ | ସ୍ୱତନ୍ତ୍ର ପାର୍ଟି |
୧୯୭୪ | ୧୯୭୭ | ସଭ୍ୟ, ୬ଷ୍ଠ ଓଡ଼ିଶା ବିଧାନ ସଭା | ବୌଦ୍ଧ | ସ୍ୱତନ୍ତ୍ର ପାର୍ଟି |
୧୯୭୭ | ୧୯୮୦ | ସଭ୍ୟ, ୭ମ ଓଡ଼ିଶା ବିଧାନ ସଭା | ବୌଦ୍ଧ | ଜନତା ପାର୍ଟି |
ମୃତ୍ୟ
ସମ୍ପାଦନାନଟବର ପ୍ରଧାନ ୧୯୮୩ ମସିହାର ସେପ୍ଟେମ୍ବର ୨୧ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧]
ଆଧାର
ସମ୍ପାଦନା- ↑ ୧.୦ ୧.୧ ୧.୨ "Shri Natabara Pradhan". odishaassembly.nic.in. Odisha Assembly. Retrieved 8 May 2021.