ନଟବର ପ୍ରଧାନ

ଓଡ଼ିଆ ରାଜନୀତିଜ୍ଞ

ନଟବର ପ୍ରଧାନ (୮ ମଇ ୧୯୨୨ - ୨୧ ସେପ୍ଟେମ୍ବର ୧୯୮୩) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନିଥର କାର୍ଯ୍ୟ କରିଥିଲେ । ୧୯୭୪, ୧୯୭୪ ଓ ୧୯୭୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବୌଦ୍ଧ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୫ମ, ୬ଷ୍ଠ୭ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ନଟବର ପ୍ରଧାନ
ବିଧାୟକ: ୫ମ, ୬ଷ୍ଠ, ୭ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୧ – ୧୯୮୦
ପୂର୍ବ ଅଧିକାରୀହିମାଂଶୁ ଶେଖର ପାଢ଼ୀ
ପର ଅଧିକାରୀହିମାଂଶୁ ଶେଖର ପାଢ଼ୀ
ନିର୍ବାଚନ ମଣ୍ଡଳୀବୌଦ୍ଧ
ବ୍ୟକ୍ତିଗତ ସବିଶେଷ
ଜନ୍ମ(1922-05-08)୮ ମଇ ୧୯୨୨
ମୃତ୍ୟୁ୨୧ ସେପ୍ଟେମ୍ବର ୧୯୮୩(1983-09-21) (ବୟସ ୬୧)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଜନତା ପାର୍ଟି
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
ସ୍ୱତନ୍ତ୍ର ପାର୍ଟି
ଜୀବନ ସାଥୀଗିରୀଶ କୁମାରୀ ପ୍ରଧାନ
ବାପା/ବୋଉକେ. ପ୍ରଧାନ (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ପରିବାର ଓ ଶିକ୍ଷା ସମ୍ପାଦନା

ନଟବର ପ୍ରଧାନ ୧୯୨୨ ମସିହାର ମଇ ୮ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ କେ. ପ୍ରଧାନ ଓ ପତ୍ନୀଙ୍କ ନାମ ଗିରୀଶ କୁମାରୀ ପ୍ରଧାନ ।[୧]

ରାଜନୈତିକ ଜୀବନ ସମ୍ପାଦନା

ନଟବର ପ୍ରଧାନ ଓଡ଼ିଶା ରାଜନୀତିରେ ପ୍ରଥମେ ସ୍ୱତନ୍ତ୍ର ପାର୍ଟିରେ ଏବଂ ପରେ ଜନତା ପାର୍ଟିର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ତିନିଥର କାର୍ଯ୍ୟ କରିଥିଲେ । ୧୯୭୧ ମସିହାରୁ ୧୯୮୦ ମସିହାଯାଏଁ ସେ ଓଡ଼ିଶା ବିଧାନ ସଭାର ଭିନ୍ନ ଭିନ୍ନ ସଭାରେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।[୧]

ବିଧାନ ସଭା ସଭ୍ୟ ବିବରଣୀ ସମ୍ପାଦନା

ଆରମ୍ଭ ଶେଷ ପଦବୀ ନିର୍ବାଚନ ମଣ୍ଡଳୀ ଦଳ
୧୯୭୧ ୧୯୭୩ ସଭ୍ୟ, ୫ମ ଓଡ଼ିଶା ବିଧାନ ସଭା ବୌଦ୍ଧ ସ୍ୱତନ୍ତ୍ର ପାର୍ଟି
୧୯୭୪ ୧୯୭୭ ସଭ୍ୟ, ୬ଷ୍ଠ ଓଡ଼ିଶା ବିଧାନ ସଭା ବୌଦ୍ଧ ସ୍ୱତନ୍ତ୍ର ପାର୍ଟି
୧୯୭୭ ୧୯୮୦ ସଭ୍ୟ, ୭ମ ଓଡ଼ିଶା ବିଧାନ ସଭା ବୌଦ୍ଧ ଜନତା ପାର୍ଟି

ମୃତ୍ୟ ସମ୍ପାଦନା

ନଟବର ପ୍ରଧାନ ୧୯୮୩ ମସିହାର ସେପ୍ଟେମ୍ବର ୨୧ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧]

ଆଧାର ସମ୍ପାଦନା

  1. ୧.୦ ୧.୧ ୧.୨ "Shri Natabara Pradhan". odishaassembly.nic.in. Odisha Assembly. Retrieved 8 May 2021.