ନବଘନ ନାୟକ
ଓଡ଼ିଆ ରାଜନୀତିଜ୍ଞ
ନବଘନ ନାୟକ (ଜନ୍ମ: ୩ ଜାନୁଆରୀ ୧୯୩୪) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଜନ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ନବଘନ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୬୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଛେଣ୍ଡିପଦା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୪ର୍ଥ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ନବଘନ ନାୟକ | |
---|---|
ବିଧାୟକ: ୪ର୍ଥ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୬୭ – ୧୯୭୧ | |
ପୂର୍ବ ଅଧିକାରୀ | ପଦ ନାଏକ |
ପର ଅଧିକାରୀ | ଭଜମନ ବେହେରା |
ନିର୍ବାଚନ ମଣ୍ଡଳୀ | ଛେଣ୍ଡିପଦା |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୩ ଜାନୁଆରୀ ୧୯୩୪ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଜନ କଂଗ୍ରେସ |
ଜୀବନ ସାଥୀ | ଯୌତୁକ ଦେବୀ |
ବାପା/ବୋଉ | ବିକ୍ରମ ନାଏକ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଜନ୍ମ, ପରିବାର ଓ ଶିକ୍ଷା
ସମ୍ପାଦନାନବଘନ ନାୟକ ୧୯୩୪ ମସିହାର ଜାନୁଆରୀ ମାସ ୩ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ବିକ୍ରମ ନାଏକ ଓ ପତ୍ନୀଙ୍କ ନାମ ଯୌତୁକ ଦେବୀ । ତାଙ୍କର ଶିକ୍ଷାଗତ ଯୋଗ୍ୟତା ମାଟ୍ରିକ୍ ।[୧]
ରାଜନୈତିକ ଜୀବନ
ସମ୍ପାଦନାନବଘନ ଓଡ଼ିଶା ରାଜନୀତିରେ ଜନ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ ।[୧] ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୨]
ଆଧାର
ସମ୍ପାଦନା- ↑ ୧.୦ ୧.୧ "Shri Nabaghan Nayak". odishaassembly.nic.in. Odisha Assembly. Retrieved 11 July 2020.
- ↑ "BJP may push congo to 3rd slot in Chhendipada - OrissaPOST". Odisha News, Odisha Latest news, Odisha Daily - OrissaPOST. 21 March 2019. Retrieved 11 July 2020.