ନବଘନ ନାୟକ

ଓଡ଼ିଆ ରାଜନୀତିଜ୍ଞ

ନବଘନ ନାୟକ (ଜନ୍ମ: ୩ ଜାନୁଆରୀ ୧୯୩୪) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଜନ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ନବଘନ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୬୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଛେଣ୍ଡିପଦା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୪ର୍ଥ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ନବଘନ ନାୟକ
ବିଧାୟକ: ୪ର୍ଥ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୬୭ – ୧୯୭୧
ପୂର୍ବ ଅଧିକାରୀପଦ ନାଏକ
ପର ଅଧିକାରୀଭଜମନ ବେହେରା
ନିର୍ବାଚନ ମଣ୍ଡଳୀଛେଣ୍ଡିପଦା
ବ୍ୟକ୍ତିଗତ ସବିଶେଷ
ଜନ୍ମ (1934-01-03) ୩ ଜାନୁଆରୀ ୧୯୩୪ (ବୟସ ୯୦)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଜନ କଂଗ୍ରେସ
ଜୀବନ ସାଥୀଯୌତୁକ ଦେବୀ
ବାପା/ବୋଉବିକ୍ରମ ନାଏକ (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ପରିବାର ଓ ଶିକ୍ଷା ସମ୍ପାଦନା

ନବଘନ ନାୟକ ୧୯୩୪ ମସିହାର ଜାନୁଆରୀ ମାସ ୩ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ବିକ୍ରମ ନାଏକ ଓ ପତ୍ନୀଙ୍କ ନାମ ଯୌତୁକ ଦେବୀ । ତାଙ୍କର ଶିକ୍ଷାଗତ ଯୋଗ୍ୟତା ମାଟ୍ରିକ୍ ।[୧]

ରାଜନୈତିକ ଜୀବନ ସମ୍ପାଦନା

ନବଘନ ଓଡ଼ିଶା ରାଜନୀତିରେ ଜନ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ ।[୧] ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୨]

ଆଧାର ସମ୍ପାଦନା

  1. ୧.୦ ୧.୧ "Shri Nabaghan Nayak". odishaassembly.nic.in. Odisha Assembly. Retrieved 11 July 2020.
  2. "BJP may push congo to 3rd slot in Chhendipada - OrissaPOST". Odisha News, Odisha Latest news, Odisha Daily - OrissaPOST. 21 March 2019. Retrieved 11 July 2020.