ନରହରି ଦଣ୍ଡପାଟ
ଓଡ଼ିଆ ରାଜନୀତିଜ୍ଞ
ନରହରି ଦଣ୍ଡପାଟ ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ସ୍ୱାଧୀନତା ପୂର୍ବରୁ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ସ୍ୱାଧୀନତା ପୂର୍ବରୁ ୧୯୪୬ ମସିହାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ବଣାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୨ୟ ଓଡ଼ିଶା ବିଧାନ ସଭା (ସ୍ୱାଧୀନତା ପୂର୍ବରୁ)କୁ ନିର୍ବାଚିତ ହୋଇଥିଲେ ।[୧]
ନରହରି ଦଣ୍ଡପାଟ | |
---|---|
ବିଧାୟକ: ୨ୟ ଓଡ଼ିଶା ବିଧାନ ସଭା (ସ୍ୱାଧୀନତା ପୂର୍ବରୁ) | |
କାର୍ଯ୍ୟକାଳ ୧୯୪୬ – ୧୯୫୨ | |
ନିର୍ବାଚନ ମଣ୍ଡଳୀ | ବଣାଇ |
ବ୍ୟକ୍ତିଗତ ସବିଶେଷ | |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ନିର୍ଦ୍ଦଳୀୟ |
ବୃତ୍ତି | ରାଜନୀତିଜ୍ଞ |
ରାଜନୈତିକ ଜୀବନ
ସମ୍ପାଦନାନରହରି ନିର୍ଦ୍ଦଳୀୟ ପ୍ରାର୍ଥୀ ଭାବରେ ସ୍ୱାଧୀନତା ପୂର୍ବରୁ ଓଡ଼ିଶା ବିଧାନ ସଭା ପାଇଁ ନିର୍ବାଚନ ଲଢ଼ିଥିଲେ । ସେ ସ୍ୱାଧୀନତା ପୂର୍ବରୁ ୨ୟ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ ।[୧]
ଆଧାର
ସମ୍ପାଦନା- ↑ ୧.୦ ୧.୧ "Shri Narahari Dandapat". odishaassembly.nic.in. Odisha Assembly. Retrieved 1 December 2020.