ନରେଶ ପ୍ରଧାନ

ଓଡ଼ିଆ ରାଜନୀତିଜ୍ଞ

ନରେଶ ପ୍ରଧାନ (ଜନ୍ମ: ୧୫ ସେପ୍ଟେମ୍ବର ୧୯୪୨ - ୯ ଫେବୃଆରୀ ୧୯୮୮) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ । ୧୯୬୭ ଓ ୧୯୭୧ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବାଲିଗୁଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୪ର୍ଥ୫ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ନରେଶ ପ୍ରଧାନ
ବିଧାୟକ: ୪ର୍ଥ, ୫ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୬୭ – ୧୯୭୩
ପୂର୍ବ ଅଧିକାରୀଭଗବାନ କହଁର
ପର ଅଧିକାରୀସୁରେନ୍ଦ୍ର କହଁର
ନିର୍ବାଚନ ମଣ୍ଡଳୀବାଲିଗୁଡ଼ା
ବ୍ୟକ୍ତିଗତ ସବିଶେଷ
ଜନ୍ମ(1942-09-15)୧୫ ସେପ୍ଟେମ୍ବର ୧୯୪୨
ମୃତ୍ୟୁ୯ ଫେବୃଆରୀ ୧୯୮୮(1988-02-09) (ବୟସ ୪୫)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳସ୍ୱତନ୍ତ୍ର ପାର୍ଟି
ଜୀବନ ସାଥୀନୀରଡ଼ା ପ୍ରଧାନ
ବାପା/ବୋଉରାମ ପ୍ରଧାନ (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ପରିବାର ଓ ଶିକ୍ଷା ସମ୍ପାଦନା

ନରେଶ ପ୍ରଧାନ ୧୯୪୨ ମସିହାର ସେପ୍ଟେମ୍ବର ୧୫ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ରାମ ପ୍ରଧାନ ଓ ପତ୍ନୀଙ୍କ ନାମ ନୀରଡ଼ା ପ୍ରଧାନ ।[୧]

ରାଜନୈତିକ ଜୀବନ ସମ୍ପାଦନା

ନରେଶ ଓଡ଼ିଶା ରାଜନୀତିରେ ସ୍ୱତନ୍ତ୍ର ପାର୍ଟିର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ ।[୧]

ବିଧାନ ସଭା ସଭ୍ୟ ବିବରଣୀ ସମ୍ପାଦନା

ଆରମ୍ଭ ଶେଷ ପଦବୀ ନିର୍ବାଚନ ମଣ୍ଡଳୀ ଦଳ
୧୯୬୭ ୧୯୭୧ ସଭ୍ୟ, ୪ର୍ଥ ଓଡ଼ିଶା ବିଧାନ ସଭା ବାଲିଗୁଡ଼ା ଜନତା ପାର୍ଟି
୧୯୭୧ ୧୯୭୩ ସଭ୍ୟ, ୫ମ ଓଡ଼ିଶା ବିଧାନ ସଭା ବାଲିଗୁଡ଼ା ସ୍ୱତନ୍ତ୍ର ପାର୍ଟି

ମୃତ୍ୟୁ ସମ୍ପାଦନା

ନରେଶ ୧୯୮୮ ମସିହାର ଫେବୃଆରୀ ୯ ତାରିଖରେ ୮୮ ବର୍ଷ ବୟସରେ ମୃତ୍ୟବରଣ କରିଥିଲେ ।[୧]

ଆଧାର ସମ୍ପାଦନା

  1. ୧.୦ ୧.୧ ୧.୨ "Shri Naresh Pradhan". odishaassembly.nic.in. Odisha Assembly. Retrieved 3 April 2021.