ନାରାୟଣ ପାତ୍ର

ଓଡ଼ିଅ ରାଜନେତା

ନାରାୟଣ ପାତ୍ର ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ସ୍ୱାଧୀନତା ପୂର୍ବରୁ ହୋଇଥିବା ଦ୍ୱିତୀୟ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବାଲିଗଡ଼ା-କନ୍ଧମାଳ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ସ୍ୱାଧୀନତା ପୂର୍ବର ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧][୨]

ନାରାୟଣ ପାତ୍ର
ବିଧାୟକ: ସ୍ୱାଧୀନତା ପୂର୍ବର ୨ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୪୬ – ୧୯୫୨
ନିର୍ବାଚନ ମଣ୍ଡଳୀବାଲିଗଡ଼ା-କନ୍ଧମାଳ
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାବ୍ରିଟିଶ ଭାରତ
ଭାରତୀୟ ଅଧିରାଜ୍ୟ
ଭାରତୀୟ
ରାଜନୀତିକ ଦଳକଂଗ୍ରେସ
ବୃତ୍ତିରାଜନୀତିଜ୍ଞ

ରାଜନୈତିକ ଜୀବନ ସମ୍ପାଦନା

ନାରାୟଣ ପାତ୍ର କଂଗ୍ରେସ ଦଳର ପ୍ରାର୍ଥୀ ଭାବରେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସ୍ୱାଧୀନତା ପୂର୍ବରୁ ଥରେ କାର୍ଯ୍ୟ କରିଥିଲେ ।[୧]

ଆଧାର ସମ୍ପାଦନା

  1. ୧.୦ ୧.୧ "Shri Narayan Patra". odishaassembly.nic.in. Odisha Assembly. Retrieved 13 January 2024.
  2. ଉଦ୍ଧବ ଚରଣ ନାୟକ (2013). "୨". ଓଡ଼ିଶା ରାଜନୀତିର ଇତିହାସ (୧୯୩୬-୨୦୧୩) (in ଓଡ଼ିଆ). ଭୁବନେଶ୍ୱର: ଆମ ଓଡ଼ିଶା. p. ୪୭. ISBN 978-81-89436-54-4. Retrieved 13 January 2024.{{cite book}}: CS1 maint: unrecognized language (link)