ନାରାୟଣ ସାହୁ (୧୯୩୮ ଜନ୍ମ)

ପାଲଲହଡ଼ା ବିଧାୟକ

ନାରାୟଣ ସାହୁ (ଜନ୍ମ: ୩୧ ମାର୍ଚ୍ଚ ୧୯୩୮) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇ ଥର ଓ ଲୋକ ସଭାର ସାଂସଦ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୭୧ ଓ ୧୯୭୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ପାଲଲହଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୫ମ୬ଷ୍ଠ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ୧୯୮୦ ଭାରତୀୟ ସାଧାରଣ ନିର୍ବାଚନରେ ସେ ଦେବଗଡ଼ ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ୭ମ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ ।

ନାରାୟଣ ସାହୁ
Narayan Sahu(P.Lahara).jpg
ବିଧାୟକ: ୫ମ, ୬ଷ୍ଠ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୧ – ୧୯୭୭
ନିର୍ବାଚନ ମଣ୍ଡଳୀପାଲଲହଡ଼ା
ସାଂସଦ: ୭ମ ଲୋକ ସଭା
କାର୍ଯ୍ୟକାଳ
୧୯୮୦ – ୧୯୮୪
ନିର୍ବାଚନ ମଣ୍ଡଳୀଦେବଗଡ଼
ବ୍ୟକ୍ତିଗତ ସବିଶେଷ
ଜନ୍ମ (1938-01-31) ୩୧ ଜାନୁଆରୀ ୧୯୩୮ (ବୟସ ୮୫)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
କଂଗ୍ରେସ (ଆର୍)
ଜୀବନ ସାଥୀଗୀତାଞ୍ଜଳି ସାହୁ
ବାପା/ବୋଉଚନ୍ଦ୍ରଶେଖର ସାହୁ (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ପରିବାର ଓ ଶିକ୍ଷାସମ୍ପାଦନ କରନ୍ତୁ

ନାରାୟଣ ସାହୁ ୧୯୩୮ ମସିହାର ମାର୍ଚ୍ଚ ୩୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଚନ୍ଦ୍ରଶେଖର ସାହୁ ଓ ପତ୍ନୀଙ୍କ ନାମ ଗୀତାଞ୍ଜଳି ସାହୁ ।[୧]

ରାଜନୈତିକ ଜୀବନସମ୍ପାଦନ କରନ୍ତୁ

ନାରାୟଣ ସାହୁ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରିଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇ ଥର ଓ ଭାରତୀୟ ସଂସଦର ତଳ ସଦନ ଲୋକ ସଭାର ସାଂସଦ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]

ବିଧାନ ସଭା ଓ ଲୋକ ସଭା ସଭ୍ୟ ବିବରଣୀସମ୍ପାଦନ କରନ୍ତୁ

ଆରମ୍ଭ ଶେଷ ପଦବୀ ନିର୍ବାଚନ ମଣ୍ଡଳୀ ଦଳ
୧୯୭୧ ୧୯୭୩ ସଭ୍ୟ, ୫ମ ଓଡ଼ିଶା ବିଧାନ ସଭା ପାଲଲହଡ଼ା କଂଗ୍ରେସ (ଆର୍)
୧୯୭୪ ୧୯୭୭ ସଭ୍ୟ, ୬ଷ୍ଠ ଓଡ଼ିଶା ବିଧାନ ସଭା ପାଲଲହଡ଼ା ଭାରତୀୟ ଜାତୀୟ କଂଗ୍ରେସ
୧୯୮୦ ୧୯୮୫ ସଭ୍ୟ, ୭ମ ଲୋକ ସଭା ଦେବଗଡ଼ କଂଗ୍ରେସ

ଆଧାରସମ୍ପାଦନ କରନ୍ତୁ

  1. ୧.୦ ୧.୧ "Shri Narayan Sahu". odishaassembly.nic.in. Odisha Assembly. Retrieved 28 September 2022.