ନୀଳମଣି ପ୍ରଧାନ

ଓଡ଼ିଆ ରାଜନେତା

ନୀଳମଣି ପ୍ରଧାନ (ମୃତ୍ୟୁ: ୧୯୫୮) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇ ଥର କାର୍ଯ୍ୟ କରିଥିଲେ । ୧୯୫୨ ଓ ୧୯୫୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଜଗତସିଂହପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧ମ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ନୀଳମଣି ପ୍ରଧାନ
ବିଧାୟକ: ୧ମ, ୨ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୨ – ୧୯୫୮
ପର ଅଧିକାରୀବୀରକିଶୋର ଦାସ
ନିର୍ବାଚନ ମଣ୍ଡଳୀଜଗତସିଂହପୁର
ବ୍ୟକ୍ତିଗତ ସବିଶେଷ
ମୃତ୍ୟୁ୧୯୫୮
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ବୃତ୍ତିରାଜନୀତିଜ୍ଞ

ରାଜନୈତିକ ଜୀବନ ସମ୍ପାଦନ କରନ୍ତୁ

ନୀଳମଣି ପ୍ରଧାନ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇ ଥର କାର୍ଯ୍ୟ କରିଥିଲେ ।[୧]

ମୃତ୍ୟୁ ସମ୍ପାଦନ କରନ୍ତୁ

ନୀଳମଣି ପ୍ରଧାନ ୧୯୫୮ ମସିହାରେ ମୃତ୍ୟୁବରଣ କରିଥିଲେ । ୯ ଡିସେମ୍ବର ୧୯୫୮ରେ ତାଙ୍କ ପାଇଁ ବିଧାନ ସଭା ଗୃହରେ ଶୋକ ପାଳନ କରାଯାଇଥିଲା ।[୧]

ଆଧାର ସମ୍ପାଦନ କରନ୍ତୁ

  1. ୧.୦ ୧.୧ ୧.୨ "Shri Nilamani Pradhan". odishaassembly.nic.in. Odisha Assembly. Retrieved 2 May 2022.